ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ପଞ୍ଚମ ବାର୍ଷିକ ଉତ୍ସବ
ଜୟ ଜଗନ୍ନାଥ ସେବା ସମିତି ଟ୍ରଷ୍ଟର ପଞ୍ଚମ ବାର୍ଷିକ ଉତ୍ସବ #କଟକ(ଏନ୍.ଏମ୍.): କଟକ ଓଡ଼ିଶାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜୟ ଜଗନ୍ନାଥ ସେବା ସମିତି ପ୍ରତିଷ୍ଠାନର ପଞ୍ଚମ ବର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ମୁଖ୍ୟ ମନୋଜ କୁମାର ପଣ୍ଡାଙ୍କ ପୌରହିତ୍ୟରେ ସ୍ଥାନୀୟ ବାଲିଯାତ୍ରାପଡିଆରେ ବେଶ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ସେବା ଡଟ୍ କମ୍ର ଆପ୍ ଏବଂ ଜାଗୃତି ପୁସ୍ତକ ଉନ୍ମୋଚିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବରେଣ୍ୟ ଅତିଥିମାନଙ୍କ ମଧ୍ୟରେ ସିଏମସି ମେୟର ସୁବାଷ…
