ଇଦ୍-ଉଲ୍ ଫିତର: ଚାନ୍ଦକମିଟିର ଘୋଷଣା ପରେ ସଜେଇ ହେଉଛି କଟକ, ମୁତୟନ ରହିବେ ୨୦ ପ୍ଲାଟୁନ ପୁଲିସ୍ ଫୋର୍ସ
ଇଦ୍-ଉଲ୍ ଫିତର: ଚାନ୍ଦକମିଟିର ଘୋଷଣା ପରେ ସଜେଇ ହେଉଛି କଟକ, ମୁତୟନ ରହିବେ ୨୦ ପ୍ଲାଟୁନ ପୁଲିସ୍ ଫୋର୍ସ #କଟକ(ଏନ୍.ଏମ୍.): ଆସନ୍ତା କାଲି ପାଳନ ହେବ ସଂଖ୍ୟାଲଘୁ ସମ୍ପ୍ରଦାୟର ପବିତ୍ର ପର୍ବ ଇଦ୍-ଉଲ୍ ଫିତର । ଏ ନେଇ ଆଜି ସଂଧ୍ୟାରେ କଟକ ଚାନ୍ଦ କମିଟି ପକ୍ଷରୁ ଘୋଷଣା କରାଯାଇଛି । ତେବେ ଘୋଷଣା ପରେ ଏବେ କଟକ ସହରର ସବୁସ୍ଥାନରେ ପ୍ରସ୍ତୁତି ଜୋରଦାର ଚାଲିଛି । ସତେ ଯେମିତି ନବବଧୁ ବେଶରେ କଟକ ସଜେଇ ହେବା…
