ଜଗତପୁର ଆଇ.ବି ରୋଡରେ ଉଚ୍ଛେଦ ପୂର୍ବରୁ ରାତାରାତି ଦୋକାନ ଖାଲି କଲେ ବ୍ୟବସାୟୀ
ଜଗତପୁର ଆଇ.ବି ରୋଡରେ ଉଚ୍ଛେଦ ପୂର୍ବରୁ ରାତାରାତି ଦୋକାନ ଖାଲି କଲେ ବ୍ୟବସାୟୀ ସରକାରୀ ଜମି ନିରୂପଣ ନକରି ଭଙ୍ଗାରୁଜାକୁ ନେଇ ତେଜୁଛି ଅସନ୍ତୋଷ #ଜଗତପୁର(ଏନ୍.ଏମ୍.): ପ୍ରଶାସନର ମନମୁଖୀ କାର୍ଯ୍ୟକୁ ନେଇ କଟକରେ ଅସନ୍ତୋଷ ଦାନା ବାନ୍ଧୁଥିବା ଦେଖିବାକୁ ମିଳିଛି । ପ୍ରଶାସନିକ ଅଧିକାରୀମାନେ ସମସ୍ତ ନୀତି ନିୟମକୁ ଜଳଞ୍ଜଳି ଦେଇ ମେରୀରାୟ ନୀତି ଚଳାଇଥିବା ଭଳି ସଂଗୀନ ଅଭିଯୋଗ ଉଠିଛି । ବିଶେଷ କରି କଟକ ମହାନଗର ନିଗମ ଅନ୍ତର୍ଗତ ଜଗତପୁର ୪୮ନମ୍ବର ୱାର୍ଡ ମହାନଦୀ…
