ଡିଜିପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନି ଢାଳି ଆତ୍ମାହୂତି ଉଦ୍ୟମ କଲେ ଯୁବତୀ
ଡିଜିପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନି ଢାଳି ଆତ୍ମାହୂତି ଉଦ୍ୟମ କଲେ ଯୁବତୀ #କଟକ(ଏନ୍.ଏମ୍.): ଜଣେ ଯୁବତୀ ତାଙ୍କ ତଥାକଥିତ ପ୍ରେମିକଙ୍କ ଦ୍ୱରା ବ୍ଲାକ ମେଲିଂର ଶିକାର ହୋଇ ଶେଷରେ ନ୍ୟାୟ ପାଇବା ଲାଗି ଚରମ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଜି ପୁଲିସ ମହାନିର୍ଦ୍ଦେଶକ(ଡିଜିପି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଯୁବତୀ । ତେବେ ଠିକଣା ସମୟରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଛି ।…
