ବିଦ୍ୟୁତ ସମସ୍ୟାକୁ ନେଇ କଟକ-ଚୌଦ୍ୱାର ବିକାଶ ପରିଷଦ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ବିଦ୍ୟୁତ ସମସ୍ୟାକୁ ନେଇ କଟକ-ଚୌଦ୍ୱାର ବିକାଶ ପରିଷଦ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଜଗତପୁର(ଏନ୍.ଏମ୍.): ସମ୍ପ୍ରତି କଟକ ଜିଲ୍ଲା ସମେତ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ବିଦ୍ୟୁତ ବିଭାଗର ବେପରୁଆ ତଥା ଶୋଷଣ ନୀତିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଘରୋଇ ସଂସ୍ଥାମାନଙ୍କ ହାତରେ ରାଷ୍ଟ୍ରାୟତ ସଂସ୍ଥାଗୁଡ଼ିକୁ ଟେକି ଦେଇ ସରକାର ପରୋକ୍ଷରେ ଜନସାଧାରଣଙ୍କୁ ଶୋଷଣ କରୁଥିବା ଭଳି ସଂଗୀନ ଅଭିଯୋଗ ଉଠିଛି । ଏବେ ଟାଟା ପାୱାର ବିଦ୍ୟୁତ ବଣ୍ଟନ ଦାୟିତ୍ୱ ନେଇଥିବାବେଳେ ମନଇଚ୍ଛା…
