ସ୍ୱଚ୍ଛ ଶାସନର ନିଦର୍ଶନ ଦେଖାଇଲେ ରାଜ୍ୟସରକାର : ପୁଣି ୫ ଜଣ ଦୁର୍ନୀତିଖୋର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ସ୍ୱଚ୍ଛ ଶାସନର ନିଦର୍ଶନ ଦେଖାଇଲେ ରାଜ୍ୟସରକାର : ପୁଣି ୫ ଜଣ ଦୁର୍ନୀତିଖୋର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଭୁବନେଶ୍ୱର (ଏନ୍.ଏମ୍.): ସ୍ୱଚ୍ଛ ଶାସନର ନିଦର୍ଶନ ଦେଖାଇଲେ ରାଜ୍ୟସରକାର । ଦୁର୍ନୀତିକୁ ଆଦୌ ପ୍ରଶୟ ଦେଉନଥିବା ନବୀନ ସରକାର ପୁଣି ବିଭିନ୍ନ ବିଭାଗରେ ନିଯୁକ୍ତଥିବା୫ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ଦୁର୍ନୀତି ଓ ଅପାରଗତା ପାଇଁ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି । ସୂଚନା ଅନୁଯାୟୀ, ଜଗତସିଂହପୁର ଜିଲ୍ଲା ବାଲିକୁଦାର…
