ରାଜଧାନୀରେ ସେକ୍ସ ର୍ୟାକେଟ: ୩ ଯୁବତୀ ଉଦ୍ଧାର ଜଣେ ଗିରଫ
ରାଜଧାନୀରେ ସେକ୍ସ ର୍ୟାକେଟ: ୩ ଯୁବତୀ ଉଦ୍ଧାର ଜଣେ ଗିରଫ ଭୁବନେଶ୍ୱର(ଏନ୍.ଏମ୍.): ରାଜଧାନୀ ଭୁବନେଶ୍ୱର ଏବେ ସେକ୍ସର୍ୟାକେଟର ଅଭୟାରଣ୍ୟ ପାଲଟିଛି । କମିଶନରେଟ ପୁଲିସ ପକ୍ଷରୁ ଏହାକୁ ଅଙ୍କୁଶ ଲଗାଇବା ପାଇଁ ବହୁ ଉଦ୍ୟମ କରୁଥିଲେ ମଧ୍ୟ ଅସାଧୁ ବ୍ୟକ୍ତିମାନେ ନୂଆନୂଆ ତରିକାରେ ଦେହ ବ୍ୟବସାୟ ଚଳାଇଛନ୍ତି । ଆଜି ପୁଲିସ ପକ୍ଷରୁ ଚଢ଼ାଉ କରାଯାଇ ଦେହ ବେପାର କାର୍ଯ୍ୟରେ ସମ୍ପୃକ୍ତିଥିବା ୩ଜଣ ଯୁବତୀଙ୍କୁ ଉଦ୍ଧାର କରିଛି । ସୂଚନା ଅନୁଯାୟୀ, ଚାକିରୀ ଦେବା ନାଁରେ ଶିକ୍ଷିତ…
