ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରେ ମିଳିଲା ସର୍ତ୍ତମୂଳକ ଜାମିନ #କଟକ (ଏନ୍.ଏମ୍.): ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ତେବେ ହାଇକୋର୍ଟ ଶ୍ରୀ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପ୍ରଶାନ୍ତ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ସର୍ତ୍ତ ରଖି ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହାବାଦ ଅନ୍ୟାନ୍ୟ ସର୍ତ୍ତ ରଖି ନିମ୍ନ ଅଦାଲତ ଶ୍ରୀ…
