ସିରିଜ୍ ଦୁର୍ଘଟଣା ଘଟାଇଥିବା ଟ୍ରକ ଜବତ, ଚାଳକ ଅଟକ

ସିରିଜ୍ ଦୁର୍ଘଟଣା ଘଟାଇଥିବା ଟ୍ରକ ଜବତ, ଚାଳକ ଅଟକ #କଟକ (ଏନ୍‌.ଏମ୍‌.): ତିନୋଟି ସ୍ଥାନରେ ସିରିଜ୍ ଦୁର୍ଘଟଣା ଘଟାଇଥିବା ଏକ ଟ୍ରକକୁ ଲୋକେ ଅଟକାଇବା ସହିତ ଚାଳକକୁ ବିଡାନାସୀ ପୁଲିସ ଜିମା ଦେଇଛନ୍ତି । ତେବେ ଏହି ସିରିଜ୍ ଦୁର୍ଘଟଣାରେ ଗୋଟିଏ ମଟର ସାଇକେଲ୍ ଓ ଏକ କାର୍ ଭାଙ୍ଗିରୁଜି ଯାଇଛି । ତେବେ ସୌଭାଗ୍ୟକ୍ରମେ ଏହି ଘଟଣାରେ କେହି ମୃତାହତ ହୋଇନାହନ୍ତି । ପୁଲିସ ସୁତ୍ରରୁ ପ୍ରକାଶ ଯେ ଆଜି ସଂନ୍ଧ୍ୟାରେ ଧବଳେଶ୍ୱର ନିକଟରେ (ଓଆର୍‌-୦୫-ଆର୍‌-୯୦୧୫)ନମ୍ବର…

Read More

ଜିଲ୍ଲା ଲୋକ ସଂସ୍କୃତି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା

ଜିଲ୍ଲା ଲୋକ ସଂସ୍କୃତି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା #କଟକ(ଏନ୍‌.ଏମ୍‌.): ଜିଲ୍ଲା ପ୍ରଶାସନ କଟକ ଓ ଜିଲ୍ଲା କଳା ସଂସ୍କୃତି ସଂଘ କଟକ ପକ୍ଷରୁ ସ୍ୱରାଜ ଆଶ୍ରମ ପରିସରରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଲୋକକଳା ଟ୍ରଫି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶ ଅନୁଯାୟୀ କଟକ ଜିଲ୍ଲାର ବିଭିନ୍ନ ବ୍ଲକରୁ ବାରଗୋଟି ଲୋକକଳା ଦଳ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଘଣ୍ଟ ନୃତ୍ୟ, ଲଉଡି, ସଂକୀର୍ତ୍ତନ,…

Read More

କଟକରେ ପୁଣି ଅଘଟଣ: ବାଦାମବାଡ଼ିରେ ଫାଟିଲା ପାଣି ପାଇପ

କଟକରେ ପୁଣି ଅଘଟଣ: ବାଦାମବାଡ଼ିରେ ଫାଟିଲା ପାଣି ପାଇପ #କଟକ(ଏନ୍‌.ଏମ୍‌.): ସମ୍ପ୍ରତି କଟକ ସହରରେ ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି । ବିଭାଗୀୟ ଅଧିକାରୀମାନଙ୍କ ଖାମଖିଆଲି ନୀତି ଯୋଗୁଁ ଦୁର୍ଦ୍ଦଶା ଭୋଗୁଛନ୍ତି ସହରବାସୀ । ଗତ ବୁଧବାରଦିନ ସିଏମସି ଅନ୍ତର୍ଗତ ରାଜାବଗିଚା ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗର ପାଣି ଫାଇପ ହଠାତ ଫାଟି ଯିବା ଯୋଗୁଁ ଜଳ ଫୁଆରର ଭ୍ରମ ସୃଷ୍ଟି ହୋଇଥିବାବେଳେ ଆଜି ସଂଧ୍ୟାବେଳେ ବାଦାମବାଡ଼ି ଟ୍ରାଫିକ ଛକରେ ଅନୁରୂପ ଘଟଣା ଘଟିଛି ।…

Read More

ସନ୍ଦେହ ଜନକ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତହେହ ଉଦ୍ଧାର

ସନ୍ଦେହ ଜନକ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତହେହ ଉଦ୍ଧାର #ଭୁବନେଶ୍ୱର (ଏନ୍‌.ଏମ୍‌.): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗ(ଗୁଡ଼ୁ)ଙ୍କ ମୃତଦେହ ଉଦ୍ଧାର ହୋଇଛି । ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ଗତ କାଲି ରାତିରୁ ଅନୁରାଗ ନିଖୋଜ ଥିଲେ । କିନ୍ତୁ ଆଜି ତାଙ୍କର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା । ସାମ୍ବାଦିକ ଶ୍ରୀ ଦାସଙ୍କ ପୁଅର ମୃତ୍ୟୁ…

Read More

ଘରୋଇ ଫାଇନାସ୍ ଅଫିସରୁ ଲୁଟ ଘଟଣାରେ ୩ ଗିରଫ: ଚୋରି ଟଙ୍କା ଜବତ

ଘରୋଇ ଫାଇନାସ୍ ଅଫିସରୁ ଲୁଟ ଘଟଣାରେ ୩ ଗିରଫ: ଚୋରି ଟଙ୍କା ଜବତ ଚୌଦ୍ୱାର(ଏନ୍‌.ଏମ୍‌.): କମିଶନରେଟ ପୁଲିସ ଏକ ଫାଇନାନ୍ସ ସଂସ୍ଥାରୁ ଲକ୍ଷାଧିକ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଦାଫାସ କରିଛି । ସୂଚନା ଅନୁଯାୟୀ ଚୌଦ୍ୱାର ପୌରପାଳିକା ଅଞ୍ଚଳରେ ଭାରତ ଫାଇନାସ ନାମକ ଏକ ସଂସ୍ଥା ରହିଥିବାବେଳେ ସେହି ସଂସ୍ଥା କାର୍ଯ୍ୟାଳୟରୁ ଟଙ୍କା ଲୁଟ ହୋଇଥିବା ନେଇ ଚୌଦ୍ୱାର ଥାନାରେ ଅଭିଯୋଗ ହୋଇଥିଲା । ପୁଲିସ ଅଭିଯୋଗକୁ ଗୁରୁତର ସହ ଗ୍ରହଣ କରି ତଦନ୍ତ ଚଳାଇଥିଲା…

Read More

‘୧୧ରୁ ନାଇଟ୍ କର୍ଫ୍ୟୁ, ପୁଲିସ୍ ସ୍କାନରରେ ରହିବେ ଅପରାଧୀ’

‘୧୧ରୁ ନାଇଟ୍ କର୍ଫ୍ୟୁ, ପୁଲିସ୍ ସ୍କାନରରେ ରହିବେ ଅପରାଧୀ’ ଭୁବନେଶ୍ୱର(ଏନ୍‌.ଏମ୍‌.): ପାର୍ବଣ ଆରମ୍ଭ ହୋଇ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବି ବଢ଼ିବାରେ ଲାଗୁଛି । ଏପରି ସମୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ଅଧିକ ସମ୍ଭାବନା ରହିଛି । ତେଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । କରୋନା କମାଇବାକୁ ଆସନ୍ତା ୧୧ ତାରିଖରୁ ଦ୍ୱୈତନଗରୀରେ ଲାଗୁ ହେବ ନାଇଟ କର୍ଫ୍ୟୁ…

Read More

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର

ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର କଟକ(ଏନ୍‌.ଏମ୍‌.): ଭିଜିଲାନ୍ସ ଜାଲରେ ଜଳ ସଂପଦ ବିଭାଗର ସୁପରିଟେଣ୍ଡଣ୍ଟ ଇଞ୍ଜିନିୟର ପଡ଼ିଯାଇଛନ୍ତି । ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡଣ୍ଟ ଇଂ.ବିଧାନଚନ୍ଦ୍ର ସାହୁ କେନ୍ଦୁଝରରୁ କଟକ ନିଜ ବାସଭବନକୁ ଯିବା ସମୟରେ ଅନୈତିକ ଉପାୟରେ ଅର୍ଥ ରୋଜଗାର କରିବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏ ନେଇ ଭିଜିଲାନ୍ସକୁ ଏକ ବଡ଼ ସଫଳତା ମିଳିଛି । ସୂଚନା ଅନୁଯାୟୀ, ଯାଜପୁର ଏନସି କଲେଜ ନିକଟରେ ଇଂ….

Read More

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

କଟକ ସିଟି ହସ୍ପିଟାଲର ଉନ୍ନତିକରଣ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ #କଟକ(ଏନ୍‌.ଏମ୍‌.): କଟକ ସହରବାସୀଙ୍କୁ ତତ୍‌କ୍ଷଣାତ୍ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ନିମନ୍ତେ ସରକାର ଓ ପ୍ରଶାସନିକସ୍ତରରେ ଉଦ୍ୟମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି କଟକ ସିଟି ହସ୍ପିଟାଲରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । କଟକ ଲୋକ ସଭା ସାଂସଦ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ, ଜିଲ୍ଲାପାଳ ଭବାନୀଶଙ୍କର ଚୟନୀ, କଟକ ଜିଲ୍ଲା ମୁଖ୍ୟ…

Read More

ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ୧୫୩ଜଣ କୃତକାର୍ଯ୍ୟ, ଶ୍ରେଷ୍ଠ ୧୦ ମଧ୍ୟରେ ୩ ମହିଳା

ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶିତ: ୧୫୩ଜଣ କୃତକାର୍ଯ୍ୟ ଶ୍ରେଷ୍ଠ ୧୦ ମଧ୍ୟରେ ୩ ମହିଳା #କଟକ(ଏନ୍‌.ଏମ୍‌.): ଓଡିଶା ସିଭିଲ ସର୍ଭିସ ପରୀକ୍ଷା-୨୦୧୯ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୩ଜଣ ମହିଳା ପ୍ରାର୍ଥୀ ଥିବାବେଳେ ୭ଜଣ ପୁରୁଷ ରହିଛନ୍ତି । ପରୀକ୍ଷାରେ ଅଶ୍ୱିନୀ କୁମାର ପଣ୍ଡା ଟପ୍ପର ହୋଇଥିବା ଓପିଏସସି ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରେଷ୍ଠ ୧୦ଜଣଙ୍କ ମଧ୍ୟରେ ଦ୍ୱିତୀୟ…

Read More

କ୍ରାଇମବ୍ରାଞ୍ଚର ରିପୋର୍ଟ: ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା

କ୍ରାଇମବ୍ରାଞ୍ଚର ରିପୋର୍ଟ: ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା #କଟକ(ଏନ୍‌.ଏମ୍‌.): ଏସିଏଫ ମୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଆଜି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜିବ ପଣ୍ଡା ଖୁଲାସା କରିଛନ୍ତି । ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଏକ ଦୁର୍ଘଟଣା ଥିଲା ବୋଲି ତଦନ୍ତ ପରେ କ୍ରାଇମବ୍ରାଞ୍ଚ ଏଡିଜି ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି । ସେ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି ଯେ, ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ଓ ତଦନ୍ତରୁ ଏହା ଏକ ଦୁର୍ଘଟଣା…

Read More

ସିଏମସିରେ ବଢ଼ୁଛି ଦୁର୍ନୀତିର ତାଲିକା: ତେଲ ପିଇ ଯାଉଛନ୍ତି ପମ୍ପ ଅଧିକାରୀ ଓ କର୍ମଚାରୀ !

ସିଏମସିରେ ବଢ଼ୁଛି ଦୁର୍ନୀତିର ତାଲିକା: ତେଲ ପିଇ ଯାଉଛନ୍ତି ପମ୍ପ ଅଧିକାରୀ ଓ କର୍ମଚାରୀ ! #କଟକ(ଏନ୍‌.ଏମ୍‌.): କଟକ ମହାନଗର ନିଗମରେ ବଢ଼ୁଛି ଦୁର୍ନୀତିର ତାଲିକା । ଏପରିକି ସିଏମସିର ବିଭାଗୀୟ ଯନ୍ତ୍ରୀଙ୍କ ସହାୟତାରେ କର୍ମଚାରୀମାନେ ତେଲ ପିଇ ଯାଉଥିବା ଭଳି ସଂଗୀନ ଅଭିଯୋଗ ଉଠିଛି । ଏ ନେଇ ସିଏମସି କମିଶନରଙ୍କୁ ଆମ୍ବେଦକର ସ୍ମୃତି ପରିଷଦ ପକ୍ଷରୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇ ସିଏମସି ରାଜକୋଷରୁ ଲୁଟ ହେଉଥିବା ଅର୍ଥକୁ ସୁରକ୍ଷା ଦେବାକୁ ଦାବି କରାଯାଇଛି…

Read More

ଶୀତଦିନକୁ ଦୃଷ୍ଟିରେ ରଖି କରୋନା କଟକଣା ବଢ଼ାଇଲା ସିଏମସି

ଶୀତଦିନକୁ ଦୃଷ୍ଟିରେ ରଖି କରୋନା କଟକଣା ବଢ଼ାଇଲା ସିଏମସି #କଟକ(ଏନ୍‌.ଏମ୍‌.): ଶୀତଦିନକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ କରୋନା କଟକଣାକୁ ଅଧିକ କଡ଼ାକଡ଼ି କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ରହିଥିବା ଯୋଗୁଁ ପୂର୍ବରୁ ଯେତିକି ଜନସମାଗମ ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଥିଲା ଏବେ କଟକଣା ଲାଗୁ କରାଯାଇଛି । କଟକ ସହରରେ ବାହାଘର, ଅନ୍ତେଷ୍ଟିକ୍ରିୟା ତଥା ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଜନସମାଗମ ଉପରେ କଟକଣା ଜାରି କରାଯାଇଛି…

Read More