ବିଦ୍ୟୁତ ଆଘାତରେ ଶ୍ରମିକଙ୍କ ମୃତ୍ୟୁ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ
#କଟକ(ଏନ୍.ଏମ୍.): ନିର୍ମାଣ କାର୍ଯ୍ୟ କରୁଥିବାବେଳେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ତେବେ ଏ ସଂକ୍ରାନ୍ତରେ ବିଧିବଦ୍ଧ ଅନୁଯାୟୀ ଥାନାରେ ରିପୋର୍ଟ ନହେବା ଶବ ବ୍ୟବଛେଦ କରାନଯାଇ ଅଞ୍ଚଳର କିଛି ଲୋକ ପରିବାର ଲୋକଙ୍କ ଉପରେ ଚାପ ପ୍ରୟୋଗ କରି ଶହ ଦାହ କରାଯାଇ ଦେଇଛନ୍ତି । ମାତ୍ର ପରବର୍ତ୍ତୀ ସମୟରେ ମୃତକଙ୍କ ଭାଇ ନ୍ୟାୟ ଦାବି କରିବା ନିମନ୍ତେ ଥାନାର ଦ୍ୱାରସ୍ଥ ହେବା ସହ କ୍ଷତିପୂରଣ ଦେବାକୁ ନିବେଦନ କରିଛନ୍ତି । ଏଭଳି…
