ଦେବାଶିଷ ପାଣିଗ୍ରାହୀଙ୍କ ଉଦ୍ଦେଶ୍ୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୋକ
ଦେବାଶିଷ ପାଣିଗ୍ରାହୀଙ୍କ ଉଦ୍ଦେଶ୍ୟରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୋକ କଟକ(ଏନ୍.ଏମ୍.): ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସ୍ୱର୍ଗତ ଡକ୍ଟର ଦେବାଶିଷ ପାଣିଗ୍ରାହୀଙ୍କ ଉଦ୍ଦେଶ୍ୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ସମ୍ମିଳନୀ କକ୍ଷରେ ଭିଜିଲାନ୍ସ ଆଇଜି ଘନଶ୍ୟାମ…
