Category: ବ୍ରେକିଙ୍ଗ ନିଉଜ

କଟକ ନଗର ୨ ନମ୍ବର ୱାର୍ଡ ଅଞ୍ଚଳରେ ବିଧାୟକ ମୋକିମଙ୍କ ସହାୟତା ପ୍ରଦାନ

କଟକ ନଗର ୨ ନମ୍ବର ୱାର୍ଡ ଅଞ୍ଚଳରେ ବିଧାୟକ ମୋକିମଙ୍କ ସହାୟତା ପ୍ରଦାନ କଟକ(ଏନ୍‌ଏମ୍‌): ବାରବାଟୀ-କଟକ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅନୁଦାନରେ କଟକ ମହାନଗର ନିଗମ ୧ନମ୍ବର ୱାର୍ଡର ବିଡାନାସୀ ଅଞ୍ଚଳର ନୂଆସାହି, ମୁଣ୍ଡା ସାହି, ବିଡାନାସୀ ଠାରେ କୋଭିଡ…

ଆସନ୍ତାକାଲି ଠାରୁ ଦିଲ୍ଲୀରେ ଖୋଲଯିବ ଦୋକାନ ; ଜାଣନ୍ତୁ କ’ଣ ହେବ କଟକଣା ମୁକ୍ତ

ଆସନ୍ତାକାଲି ଠାରୁ ଦିଲ୍ଲୀରେ ଖୋଲଯିବ ଦୋକାନ ; ଜାଣନ୍ତୁ କ’ଣ ହେବ କଟକଣା ମୁକ୍ତ ନୂଆଦିଲ୍ଲୀ (ଏଜେନ୍ସି) : ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବେ ହ୍ରାସ ପାଉଥିବା ପରିପ୍ରେକ୍ଷୀରେ ଦିଲ୍ଲୀରେ ଏଥର ବିଭିନ୍ନ ଦୋକାନ ଖୋଲିବା ଉପରେ ଦିଲ୍ଲୀ…

ନକଲି ଔଷଧ ବ୍ୟବସାୟୀଙ୍କ ଉପରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ- ସ୍ୱାସ୍ଥ୍ୟମନ୍ତ୍ରୀ

ନକଲି ଔଷଧ ବ୍ୟବସାୟୀଙ୍କ ଉପରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ- ସ୍ୱାସ୍ଥ୍ୟମନ୍ତ୍ରୀ ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି କରୋନା ମହାମାରୀ ସମୟରେ ଲୋକେ ଜୀବନ ମରଣ ସମସ୍ୟା ମଧ୍ୟରେ ଗତିକରୁଥିବାବେଳେ ଔଷଧ ଏକମାତ୍ର ସାହା ଭରଷା ପାଲଟି ଯାଇଛି । ତେଣୁ ନକଲି ଔଷଧ…

କରୋନା କଟକଣାରେ ପାଳନ ହେବ ରଜ: ଆରମ୍ଭ ହେଲା ପୂର୍ବର ସଜବାଜ

କରୋନା କଟକଣାରେ ପାଳନ ହେବ ରଜ ଆରମ୍ଭ ହେଲା ପୂର୍ବର ସଜବାଜ କଟକ(ଏନ୍‌.ଏମ୍‌.): ଆନନ୍ଦ ଉତ୍ସବର ପର୍ବ ରଜ । ଏହା ହିନ୍ଦୁ ଧର୍ମର ଏକ କୃଷି ଭିତ୍ତିକ ପର୍ବ । ଏହି ରଜପର୍ବର ଅବ୍ୟବହିତ ପୂର୍ବରୁ ଆଜି କଟକ ସହରରେ…

କଟକ ପାଲଟିଛି ଦେହ ବ୍ୟବସାୟୀଙ୍କ ସାମ୍ରାଜ୍ୟ, କମିଶନରେଟ ପୁଲିସର ଚଢ଼ାଉ: ୨ଟି ସ୍ଥାନରୁ ୩ ଗିରଫ ୪ ଉଦ୍ଧାର

କଟକ ପାଲଟିଛି ଦେହ ବ୍ୟବସାୟୀଙ୍କ ସାମ୍ରାଜ୍ୟ କମିଶନରେଟ ପୁଲିସର ଚଢ଼ାଉ: ୨ଟି ସ୍ଥାନରୁ ୩ ଗିରଫ ୪ ଉଦ୍ଧାର କଟକ(ଏନ୍‌.ଏମ୍‌.): ଲକ୍‌ଡାଉନ ଓ ସଟଡାଉନ ସମୟରେ କଟକ ସହରରେ ଆରମ୍ଭ ହୋଇଯାଇଛି ଦେହ ବ୍ୟବସାୟ । ଗୋଟିଏ ଦିନରେ ସହରର ଦୁଇଟି…

କଟକ କନିକା ଛକରେ ଧରାପଡ଼ିଲା ନକଲି କରୋନା ଔଷଧ: ୧୭୦ ପେଟି ଭର୍ତ୍ତି ୧୭ହଜାର ‘ଫାଭିପିରାଭିର’ଟାବଲେଟ ଜବତ

କଟକ କନିକା ଛକରେ ଧରାପଡ଼ିଲା ନକଲି କରୋନା ଔଷଧ: ୧୭୦ ପେଟି ଭର୍ତ୍ତି ୧୭ହଜାର ‘ଫାଭିପିରାଭିର’ଟାବଲେଟ ଜବତ କଟକ (ଏନ୍‌.ଏମ୍‌.): କଟକସ୍ଥିତ କନିକା ଛକର ଏକ ମେଡ଼ିସିନ ଷ୍ଟୋରରୁ ଡ୍ରଗ୍ସ କେଣ୍ଟ୍ରାଲ ସ୍କ୍ୱାଡ ଦ୍ୱାରା ବିପୁଳ ପରିମାଣର ନକଲି ଫାଭିପିରାଭିର୍ ମେଡିସିନ୍…

କୋଭିଡ ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲା ପାଇଁ ଆଉ ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କୋଭିଡ ପରିଚାଳନା ପାଇଁ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲା ପାଇଁ ଆଉ ୨୫ କୋଟି ଟଙ୍କାର ସ୍ୱତନ୍ତ୍ର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ…

ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ କିନ୍ନରମାନଙ୍କୁ ଶୁଖିଲା ଖାଦ୍ୟ ବିତରଣ

ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ କିନ୍ନରମାନଙ୍କୁ ଶୁଖିଲା ଖାଦ୍ୟ ବିତରଣ କଟକ (ଏନ୍‌.ଏମ୍‌.): ସ୍ୱେଚ୍ଛାସେବୀ ସଂଗଠନ ଆଞ୍ଜେଲ ୱେଲଫେୟାର ପକ୍ଷରୁ ଦ୍ୱାରା ଶୁଖିଲା ଖାଦ୍ୟ ସାମଗ୍ରୀ ବିତରଣ କରାଯାଇଛି । କଟକ ସହରର ବିଭିନ୍ନ ଅଞ୍ଚଳ ସମେତ କଲେଜ ଛକ ଅଞ୍ଚଳରେ ବସବାସ…

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ: ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣାରେ ବସିଲେ କର୍ମୀ

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ: ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣାରେ ବସିଲେ କର୍ମୀ ଭୁବନେଶ୍ୱର (ଏନ.ଏମ୍‌.): ଦେଶରେ ଗତ ୧୩ ମାସ ଭିତରେ ପେଟ୍ରୋଲ ଦର ୨୫ ଟଙ୍କା ୭୨ ପଇସା ଓ ଡିଜେଲ ଦର ୨୩ ଟଙ୍କା…

ମାଓ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ସଫଳତା: ସିନିୟର କ୍ୟାଡର ମାଓବାଦୀ ନିହତ

ମାଓ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ସଫଳତା: ସିନିୟର କ୍ୟାଡର ମାଓବାଦୀ ନିହତ ଭୁବନେଶ୍ୱର (ଏନ୍‌.ଏମ୍‌.): ମାଓବାଦୀ ନିୟନ୍ତ୍ରଣରେ ଓଡ଼ିଶା ପୁଲିସକୁ ବଡ଼ ସଫଳତା ମିଳିଛି । ପୁଲିସ ଏନକାଉଣ୍ଟରରେ ଜଣେ ସିନିୟର କ୍ୟାଡର ମାଓବାଦୀ ନିହତ ହୋଇଛି । ଏ ନେଇ…

ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବି : ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର

ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବି ପର୍ଯ୍ୟାବରଣ ମଞ୍ଚ ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର କଟକ(ଏନ୍‌.ଏମ୍‌.): ଭାରତୀୟ ମଜଦୁର ସଂଘ ସହବନ୍ଧିତ ଓଡ଼ିଶା ପର୍ଯ୍ୟାବରଣ ମଞ୍ଚର କଟକ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାରେ ବର୍ଦ୍ଧିତ ପ୍ରଦୂଷଣ ନିୟନ୍ତ୍ରଣ ଦାବିରେ କଟକ ଜିଲ୍ଲାପାଳଙ୍କୁ ସ୍ମରକପତ୍ର…

ରେଲୱେ ଷ୍ଟେସନ ଅଟୋ ଚାଳକଙ୍କୁ ରିଲିଫ ବିତରଣ

ରେଲୱେ ଷ୍ଟେସନ ଅଟୋ ଚାଳକଙ୍କୁ ରିଲିଫ ବିତରଣ କଟକ(ଏନ୍‌.ଏମ୍‌.): କଟକ ରେଳଷ୍ଟେସନ ଠାରେ ଖୋଲାଯାଇଥିବା କଟକର ପ୍ରଥମ ପ୍ରିପେଡ଼ ଅଟୋ ସେବା ଏବେ ବନ୍ଦ ହେବାକୁ ଯାଉଥିବା ଅଟୋ ଚାଳକ ସଂଘ ପକ୍ଷରୁ କୁହାଯାଇଛି । ଦୀର୍ଘ ଦିନ ଧରି ଏହି…