ପାରାଦୀପ ପୋର୍ଟ ଓ କେନ୍ଦ୍ରାପଡ଼ା ସାଂସଦଙ୍କ ପକ୍ଷରୁ ବିଏଲଏସ ଆମ୍ବୁଲାନ୍ସ ପ୍ରଦାନ
ପାରାଦୀପ ପୋର୍ଟ ଓ କେନ୍ଦ୍ରାପଡ଼ା ସାଂସଦଙ୍କ ପକ୍ଷରୁ ବିଏଲଏସ ଆମ୍ବୁଲାନ୍ସ ପ୍ରଦାନ କଟକ (ଏନ୍.ଏମ୍.): ସମ୍ପ୍ରତି କଟକ ଜିଲ୍ଲାରେ କରୋନା ସଂକ୍ରମଣ ଜାରି ରହିଛି । ତେବେ ଏହାକୁ ପ୍ରତିହତ କରିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି…
