Category: ବ୍ରେକିଙ୍ଗ ନିଉଜ

ଚାଉଳିଆଗଞ୍ଜ ଓ ମର୍କତନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ ହେବ ଦ୍ୱିତୀୟ ପାନ କରୋନା ଟିକା

ଚାଉଳିଆଗଞ୍ଜ ଓ ମର୍କତନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ ହେବ ଦ୍ୱିତୀୟ ପାନ କରୋନା ଟିକା କଟକ(ଏନ୍.ଏମ୍.): ସହରରେ ପୁଣିଥରେ କୋଭିସିଲ୍ଡର ଦ୍ୱିତୀୟ ପାନ (ଡୋଜ୍) ଟିକାକରଣ ଆରମ୍ଭ ହେବ । ସୋମବାର ଚାଉଳିଆଗଞ୍ଜ ଓ ମର୍କତନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହି ଟିକାକରଣ…

ସାଇବର ଅପରାଧ: ୨ଠକ ଗିରଫ, ଲକ୍ଷାଧିକ ଟଙ୍କା ସହ ମୋବାଇଲ ଓ ବାଇକ୍ ଜବତ

ସାଇବର ଅପରାଧ: ୨ଠକ ଗିରଫ, ଲକ୍ଷାଧିକ ଟଙ୍କା ସହ ମୋବାଇଲ ଓ ବାଇକ୍ ଜବତ କଟକ(ଏନ୍.ଏମ୍.): କରୋନା ମହାମାରୀ ହେତୁ ଅନେକ ସରକାରୀ ଓ ବେସରକାରୀ କର୍ମଚାରୀ ଘରେ ରହି ଅନ୍ ଲାଇନ ଯୋଗେ କାର୍ଯ୍ୟ କରୁଛନ୍ତି । ଲକ୍ ଡାଉନ…

‘କୋଭିଡ ସମୟରେ ବସ୍ତି ଉଚ୍ଛେଦ ନିନ୍ଦନୀୟ’

‘କୋଭିଡ ସମୟରେ ବସ୍ତି ଉଚ୍ଛେଦ ନିନ୍ଦନୀୟ’ କଟକ(ଏନ୍.ଏମ୍.): ସରକାର କରୋନା ପାଇଁ ଲକ୍ଡାଉନ୍ ଘୋଷଣା କରି ନିୟମ କରିଛନ୍ତି । ନିଜ ନିୟମକୁ ଉଲଘଂନ କରି ପ୍ରଶାସନ ବସ୍ତିବାସିନ୍ଦାଙ୍କ ଅସହାୟତାର ସୁଯୋଗ ନେଇ ଗୋଟିଏ ପରେ ଗୋଟିଏ ବସ୍ତି ଉଛେଦ କରି…

କଟକରେ ଆରମ୍ଭ ହେଲା ଅପରାଜିତା ଷଡ଼ଙ୍ଗୀଙ୍କ ‘ଆମ ପରିବାର’ ସଙ୍ଗଠନ

କଟକରେ ଆରମ୍ଭ ହେଲା ଅପରାଜିତା ଷଡ଼ଙ୍ଗୀଙ୍କ ‘ଆମ ପରିବାର’ ସଙ୍ଗଠନ କଟକ(ଏନ୍.ଏମ୍.): କଟକରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ “କଟକ ଆମ ପରିବାର’ ନାମରେ ସାଙ୍ଗଠନିକ ବୈଠକ ହୋଇଯାଇଛି । ଏହା ପୂର୍ବରୁ ପୁରୀ,…

ଅଲମ୍ପିକ୍ସ ରେସରୁ ବାଦ ପଡ଼ିଲେ ସାଇନା ଓ ଶ୍ରୀକାନ୍ତ

ଅଲମ୍ପିକ୍ସ ରେସରୁ ବାଦ ପଡ଼ିଲେ ସାଇନା ଓ ଶ୍ରୀକାନ୍ତ ହାଇଦ୍ରାବାଦ (ଏଜେନ୍ସି): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଜବରଦସ୍ତ ଝଟକା ଲାଗିଛି । ଭାରତର ଦୁଇ ଷ୍ଟାର ଶଟଲର କାଦମ୍ବୀ ଶ୍ରୀକାନ୍ତ ଓ ସାଇନା ନେହ୍ୱାଲ ଅଲିମ୍ପିକ୍ସ ରେସ୍ରୁ ବାଦ୍ ପଡ଼ିଛନ୍ତି…

ଜିଲ୍ଲାରେ କୋଭିଡ ପରିଚାଳନା ତଥା ଟିକାକରଣ କାର୍ଯ୍ୟକ୍ରମ ନିମନ୍ତେ ସାଂସଦଙ୍କ ଦ୍ୱିତୀୟ ସମୀକ୍ଷା ବୈଠକ

ଜିଲ୍ଲାରେ କୋଭିଡ ପରିଚାଳନା ତଥା ଟିକାକରଣ କାର୍ଯ୍ୟକ୍ରମ ନିମନ୍ତେ ସାଂସଦଙ୍କ ଦ୍ୱିତୀୟ ସମୀକ୍ଷା ବୈଠକ କଟକ (ଏନ୍.ଏମ୍.): ଜିଲ୍ଲାରେ କୋଭିଡ ପରିଚାଳନା ତଥା ଟୀକାକରଣ ନିମନ୍ତେ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତି କରି ପଦକ୍ଷେପ ନିଆ ଯାଉଥିବା ସମ୍ପର୍କରେ ସାଂସଦ ଭର୍ତ୍ତୃହରି ମହତାବଙ୍କ…

କଟକ ଜିଲ୍ଲାରେ କୋଭିଡ ସଚେତନ ରଥର ଶୁଭାରମ୍ଭ

କଟକ ଜିଲ୍ଲାରେ କୋଭିଡ ସଚେତନ ରଥର ଶୁଭାରମ୍ଭ କଟକ(ଏନ୍.ଏମ୍.): କୋଭିଡ ସମ୍ବନ୍ଧୀୟ ସୂଚନା ଓ ବାର୍ତ୍ତା ଦୃଶ୍ୟଶ୍ରାବ ମାଧ୍ୟମରେ ଜନ ସଚେତନତାକୁ ଅଧିକ ବ୍ୟାପକ କରିବା ନିମନ୍ତେ ଜିଲ୍ଲାରେ ଏହାର ଆଜି ଶୁଭାରମ୍ଭ କରାଯାଇଛି। ଜିଲ୍ଳାପାଳ ଭବାନୀ ଶଙ୍କର ଚୟନୀ ବରିଷ୍ଠ…

ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର କଟକ(ଏନ.ଏମ୍.): ପାରିବାରିକ କଳହକୁ କେନ୍ଦ୍ର କରି ଆତ୍ମହତ୍ୟା କରିବା ଉଦେ୍ଦଶ୍ୟରେ ଆଜି ଜଣେ ଯୁବତୀ ମହାନଦୀକୁ ଡେଇଁଛନ୍ତି । ତେବେ ସୌଭାଗ୍ୟ କ୍ରମେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଏସସିବିରେ…

ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ ଶିବିର

ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ ଶିବିର କଟକ(ଏନ୍.ଏମ୍): ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଅମୃତ ଧାରା ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି ରାଜ୍ୟରେ ମହାମାରୀ କରୋନା ବ୍ୟାପୁଥିବାବେଳେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଯେଭଳି ରକ୍ତ ସଂକଟ ସୃଷ୍ଟି…

ଏସସିବିରେ କାର୍ଯ୍ୟକ୍ଷମ ହେଲା ବ୍ଲାକ ଫଙ୍ଗସ ୱାର୍ଡ : ୩୦ ଶଯ୍ୟା ପ୍ରସ୍ତୁତ ୩ ସନ୍ଦିଗ୍ଧ ଚିକିତ୍ସିତ

ଏସସିବିରେ କାର୍ଯ୍ୟକ୍ଷମ ହେଲା ବ୍ଲାକ ଫଙ୍ଗସ ୱାର୍ଡ : ୩୦ ଶଯ୍ୟା ପ୍ରସ୍ତୁତ ୩ ସନ୍ଦିଗ୍ଧ ଚିକିତ୍ସିତ କଟକ (ଏନ୍.ଏମ୍.) : କଟକ ବଡ଼ମେଡ଼ିକାଲ (ଏସସିବି)ରେ ଆଜିଠାରୁ ସ୍ୱତନ୍ତ୍ର ବ୍ଲାକ ଫଙ୍ଗସ ୱାର୍ଡ କାର୍ଯ୍ୟକ୍ଷମ ହୋଇଛି । ଇଏନଟି ବିଭାଗରେ ଉକ୍ତ…

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ ଘଟଣା ସମ୍ପର୍କରେ ଜିଲା୍ଲ କୋଭିଡ଼୍ ନୋଡ଼ାଲ ଅଧିକାରୀଙ୍କ ରପୋର୍ଟ ତଲବ କଟକ(ଏନ.ଏମ.): କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରେ ଆଜି ସକାଳେ ଜଣେ…

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ ନରସିଂହପୁର(ଏନ୍.ଏମ୍.): କଟକ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାପକ ବେଆଇନ ନିଶା କାରବାର ଚାଲିଛି । ମଦ, ଗଞ୍ଜେଇ ସହିତ ବ୍ରାଉନସୁଗାର କାରବାର ମଧ୍ୟ ବଢ଼ିବାରେ ଲାଗିଛି । ତେବେ କଟକ ଜିଲ୍ଲାରୁ ବେଆଇନ…