କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ
କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ କଟକ (ଏନ୍.ଏମ୍.): କଟକ ସହରରେ ରହିଥିବା ବିଭିନ୍ନ କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ସମ୍ପର୍କରେ ଅଭିଯୋଗ ଆସିବା ପରେ ଆଜି ସିଏମସି ଏନଫୋର୍ସମେଣ୍ଟ ଟିମ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି…
