Category: ବ୍ରେକିଙ୍ଗ ନିଉଜ

ମଧ୍ୟମ ଓ କ୍ଷୁଦ୍ର ସମ୍ବାଦ ପତ୍ରର ସାମ୍ବାଦିକମାନଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

କଟକ(ଏନ୍.ଏମ୍.): ସରକାର ଗଣମାଧ୍ୟମକୁ ବର୍ଗୀକରଣ କରି କ୍ଷୁଦ୍ର ଓ ମଧ୍ୟମ ଗଣମାଧ୍ୟମ ସଂସ୍ଥା ପ୍ରତି ଅବହେଳା ପ୍ରଦର୍ଶନ କରିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି । ଭାରତ ଭଳି ଗୋଟିଏ ଜନମଙ୍ଗଳ ତଥା ଗଣତାନ୍ତ୍ରିକ ବ୍ୟବସ୍ଥାରେ ଗଣମାଧ୍ୟମର ଭୂମିକା ଅପରିହାର୍ଯ୍ୟ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ଅଗ୍ନିଶମ ଆରକ୍ଷୀ ମହାନିଦେ୍ର୍ଦଶକଙ୍କ ସମୀକ୍ଷା

କଟକ(ଏନ୍.ଏମ୍.): ଅତି ଭୀଷଣ ରୂପ ନେଇ ଓଡିଶା ଉପକୂଳ ଆଡ଼କୁ ମାଡ଼ି ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ୟଶ’ର ମୁକାବିଲା ପାଇଁ ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବାତ୍ୟା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକରେ ବର୍ତ୍ତମାନ ସୁଦ୍ଧା…

ନୂଆବଜାର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ହେଲା ସାନିଟାଇଜ

କଟକ (ଏନ୍.ଏମ୍.): କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ(ଉବିପ) ପକ୍ଷରୁ ସଭାପତି ଯୁବସମାଜସେବୀ ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ନିର୍ଦ୍ଦେଶକ୍ରମେ କଟକ ମହାନଗର ନିଗମ ୱାର୍ଡ ନମ୍ବର ୫୧ ତିନିଘରିଆ ଉପକଣ୍ଠ ନୟାବଜାର ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ…

ବାତ୍ୟା ୟାସ ନେଇ ଆଇଏମଡିର ସୂଚନା : ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ!

ଭୁବନେଶ୍ୱର(ଏନ୍.ଏମ୍.): ସାମୁଦ୍ରିକ ଝଡ଼ ‘ୟାସ୍’ ବାତ୍ୟାର ରୂପନେଇ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଆକଳନ କରାଯାଇଛି । ଆଇଏମ୍ଡି ମହାନିଦେ୍ର୍ଦଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆଜି ଲଘୁଚାପ…

ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମଞ୍ଜୁର କଲେ ୫୫ ଲକ୍ଷ ଟଙ୍କା

ଭୁବନେଶ୍ୱର (ଏନ୍.ଏମ୍.): ରାଜ୍ୟରେ କରୋନା ମହାମାରୀ ବିସ୍ପୋରଣର ରୂପ ନେଉଥିବାବେଳେ ଏହାକୁ ନିୟନ୍ତ୍ରଣ କରିବା ନିମନ୍ତେ ରାଜ୍ୟ ସରକାର ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି କରିଛନ୍ତି । ଲୋକେ ଘରେ ରହିବା ଦ୍ୱାରା କିମ୍ବା ଅନ୍ୟ ଲୋକଙ୍କ ସଂସ୍ପର୍ଶରେ ନଆସିବା…

ସାମୁଦ୍ରିକ ଝଡ଼ ‘ୟାସ୍’ ପାଇଁ ୯୦ଟି ଟ୍ରେନ ବାତିଲ

ଭୁବନେଶ୍ୱର(ଏନ୍.ଏମ୍.): ସାମୁଦ୍ରିକ ଝଡ଼ ‘ୟାସ୍’ ପାଇଁ ରେଳ ବିଭାଗ ପୂର୍ବରୁ ୭୪ଟି ଟ୍ରେନ୍କୁ ବାତିଲ କରି ଥିବାବେଳେ ଏବେ ଆଉ ୧୬ଟି ଟ୍ରେନ୍କୁ ବାତିଲ କରିଛି । ତେବେ ବାତ୍ୟା ୟାସ ପାଇଁ ରେଳ ବିଭାଗ ମୋଟ୍ ୯୦ ଟ୍ରେନ୍ ଚଳାଚଳ…

ୟସ ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାକୁ ଯିବେ ଓଡ଼୍ରାଫ ଟିମ୍‌

ଭୁବନେଶ୍ୱର (ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ୟସ ବାତ୍ୟା ମୁକାବିଲା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରଶାସନ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାକୁ ଯିବେ ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶନ ବିହାନୀ ଟିମ୍ ପଠାଯିବ ।…

ଗିରଫ ହେଲେ ଅଲମ୍ପିକ ପଦକ ବିଜେତା ସୁଶୀଲ କୁମାର

ନୂଆଦିଲ୍ଲୀ (ଏନ୍‌.ଏମ୍‌.) : ଏକ ହତ୍ୟା ମାମଲାରେ ଫେରାର୍ ଥିବା ଅଲିମ୍ପିକ ପଦକ ବିଜେତା ତଥା କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍ ଗିରଫ କରିଥିବା ଜଣାପଡ଼ିଛି…

ମଣିପୁରରେ ମୃଦୁ ଭୂମିକମ୍ପ

କଟକ,(ଏନ୍‌.ଏମ୍‌.): ଆଜି ସକାଳୁ ମଣିପୁର ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର ତିବ୍ରତା ରିକ୍ଟରସ୍କେଲରେ ୪.୩ ରହିଥିଲା । ତେବେ ଏହି ଭୂମିକମ୍ପ ହାଲୁକା ରହିଥିବା କୁହାଯାଉଛି । ସୂଚନା ଅନୁଯାୟୀ ଆଜି ସକାଳ ୬ଟା ୫୬ମିନିଟ ସମୟରେ…

ବିବାହ ବନ୍ଧନରେ ଛନ୍ଦିହେଲେ ଜାକଲିନ୍-ଅରବିନ୍ଦ

କଟକ,(ଏନ୍‌.ଏମ୍‌.) ଧାରାବାହିକର ଚର୍ଚ୍ଚିତ ଯୋଡ଼ି ଅଭିନେତ୍ରୀ ଜାକଲିନ୍ ପରିଡ଼ା ଏବଂ ଅଭିନେତା ଅରବିନ୍ଦ ମହାରଣାଙ୍କ ବିବାହ ସମ୍ପନ୍ନ ହୋଇଯାଇଛି । ଖାନ୍ନଗରସ୍ଥିତ ଜଗନ୍ନାଥ ମନ୍ଦିରରେ ଉଭୟଙ୍କ ଶୁଭ ପରିଣୟ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା । ଏଥିରେ କେବଳ ଉଭୟ ପରିବାର…

ମହାନଦୀ ରେ ବୁଡି ୧୦ ବର୍ଷ ର ବାଳକ ମୃତ୍ୟୁ

ମହାନଦୀ ରେ ବୁଡି ୧୦ ବର୍ଷ ର ବାଳକ ମୃତ୍ୟ ଚୌଦ୍ବାର (ଏନ୍.ଏମ୍.) : ଗାଧୋଇବା କୁ ଯାଇ ଚାଲିଗଲା ନିରୀହ ଜୀବନ । ଏପରି ଘଟଣା ଘଟିଛି କଟକ ଜିଲ୍ଲା ଚୌଦ୍ଵାର ଥାନା ଅନ୍ତର୍ଗତ ନୂଆପଟଣା ଗ୍ରାମରେ । ଏହି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୬ରେ ଛୁଇଁବ ଉପକୂଳ

ଭୁବନେଶ୍ୱର (ଏନ୍‌.ଏମ୍‌.): ବଙ୍ଗୋପ ସାଗରରେ ସମ୍ଭାବ୍ୟ ବାତ୍ୟା ‘ୟାସ’କୁ ନେଇ ଆଇଏମଡିର ପୂର୍ବ ଆକଳନ ଠିକ୍ ସାବ୍ୟସ୍ତ ହୋଇଛି । ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ…