ସହିଦ ସ୍ମୃତି ସଙ୍ଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ
ସହିଦ ସ୍ମୃତି ସଙ୍ଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ #ଭଦ୍ରକ(ଏନ୍.ଏମ୍.): ସହିଦ ସ୍ମୃତି ସଙ୍ଗୀତ ମହାବିଦ୍ୟାଳୟ ରୌପ୍ୟ ଜୟନ୍ତୀ ସମାରୋହ ସ୍ଥାନୀୟ ବ୍ଲକ୍ ରୋଡ କାଳୀ ପୂଜା କମିଟି ଯାତ୍ରା ପଡିଆରେ ତିନି ଦିନ ଧରି ଅନୁଷ୍ଟିତ ହୋଇ ଯାଇଛି । ପ୍ରଥମ ଦିନ ମୁଖ୍ୟଅତିଥି ଭାବେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷ ନଗେନ୍ଦ୍ର ବିଶ୍ୱାଳ ଓ ପୌର ଅଧ୍ୟକ୍ଷା ନିବେଦିତା ବେହେରା ଯୋଗ ଦେଇଥିଲେ । ସଭାପତି ମମତା…
