ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ
ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ #ଭୁବନେଶ୍ୱର/ଜଗତସିଂହପୁର(ଏନ୍.ଏମ୍.): ବିଶିଷ୍ଟ ଜନନାୟକ ତଥା ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ ଆଉ ନାହାନ୍ତି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ଶୁକ୍ରବାର ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦୀର୍ଘ ଦିନ…
