ଠିକା ମଜଦୁର ସଂଘର ଚେତାବନୀ:୨୫ରୁ ଠିକା ଶ୍ରମିକଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ
ଠିକା ମଜଦୁର ସଂଘର ଚେତାବନୀ:୨୫ରୁ ଠିକା ଶ୍ରମିକଙ୍କ ରାଜ୍ୟବ୍ୟାପୀ ଆନ୍ଦୋଳନ #କଟକ(ଏନ୍.ଏମ୍.): ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଓଡ଼ିଶା ଠିକା ମଜଦୁର ମହାସଂଘ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ବକ୍ସିବଜାର ସ୍ଥିତ ପାନ୍ଥନିବାସ ଠାରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଅଗଷ୍ଟ ୨୫ ତାରିଖ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ରାଜ୍ୟବ୍ୟାପୀ ଏହି ଆନ୍ଦୋଳନ କରାଯିବ । ରାଜ୍ୟର ସମସ୍ତ ଜିଲ୍ଲା ଶ୍ରମଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…
