କୟଳପଡ଼ାରେ ଜଗନ୍ନାଥ ପାଞ୍ଚରାତ୍ର ଓ ୨୪ ବେଶ ଉଦ୍ଘାଟିତ
କୟଳପଡ଼ାରେ ଜଗନ୍ନାଥ ପାଞ୍ଚରାତ୍ର ଓ ୨୪ ବେଶ ଉଦ୍ଘାଟିତ #ଚୌଦ୍ୱାର (ଏନ୍.ଏମ୍.): ଶ୍ରୀ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ନିମନ୍ତେ ଆଜି ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ କୟଳପଡ଼ା ପଞ୍ଚାୟତରେ ଜଗନ୍ନାଥ ପଞ୍ଚରାତ୍ର ଉଦ୍ଘାଟିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ ଭକ୍ତ ସମାଜ ଚୌଦ୍ୱାର ଓ କୟଳପଡ଼ା ଶ୍ରୀ ଜଗନ୍ନାଥ ସେବା ସମିତିର ମିଳିତ ଆନୁକୂଲ୍ୟରେ ୪ର୍ଥ ବାର୍ଷିକ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ଓ ମହାପ୍ରଭୁଙ୍କ ୨୪ ବେଶ ପ୍ରଦର୍ଶନୀ ସ୍ଥାନୀୟ ବାଲୁଙ୍କେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି ।…
