‘ଉଡ୍ର’ର ନିଆରା କାର୍ଯ୍ୟକ୍ରମ “ତାରେ ଜମିନ୍ ପର୍”
‘ଉଡ୍ର’ର ନିଆରା କାର୍ଯ୍ୟକ୍ରମ “ତାରେ ଜମିନ୍ ପର୍” ଭୁବନେଶ୍ୱର (ଏନ୍.ଏମ୍.): ‘ଉଡ୍ର’ ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ତାରେ ଜମିନ୍ ପର୍ ଏକ ନିଆରା କାର୍ଯ୍ୟକ୍ରମ ସ୍ଥାନୀୟ ଝାରପଡା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍ର ଗେମ୍ ଜୋନ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ‘ଉଡ୍ର’ ଚାରିଟେବୁଲ୍ ଟ୍ରଷ୍ଟର ସଭ୍ୟ/ସଭ୍ୟାମାନେ ମଧୁରମୟୀ ଆଶ୍ରମର ପିଲାମାନଙ୍କୁ ଏକ ବସ୍ ଯୋଗେ ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ଦିନସାରା ଏକ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ । ସେଠାରେ ଥିବା ଗେମ୍ ଜୋନ୍ରେ…
