କୋଣାର୍କରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ
କୋଣାର୍କରେ ଇକୋ ରିଟ୍ରିଟ୍ ଡିସେମ୍ବର ୧ରୁ କୋଣାର୍କ(ଏନ୍.ଏମ୍.): କୋଣାର୍କ ଠାରେ ଇକୋ ରିଟ୍ରିଟ୍ର ଚତୁର୍ଥ ସଂସ୍କରଣ ଚଳିତ ବର୍ଷ ଡିସେମ୍ବର ୧ତାରିଖରୁ ଆରମ୍ଭ ହେବ ବୋଲି ସ୍ଥିର କରାଯାଇଛି । ଏ ସମ୍ପର୍କରେ ଆଜି ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟ୍କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ…
