ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ

ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ କଟକ (ଏନ୍‌.ଏମ୍‌.) : ଓଡ଼ିଶା ହାଇକୋର୍ଟରେ ଆଜି ଆଉ ୨ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଦୁଇ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୪ରେ ପହଞ୍ଚିଛି । ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ବରିଷ୍ଠ ବିଚାରବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶ ଆଜି ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱତନ୍ତ୍ର…

Read More

ଗାନ୍ଧିଜୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ ଉଦ୍‌ଘାଟନ

ଗାନ୍ଧିଜୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ ଉଦ୍‌ଘାଟନ ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.): ସାମ୍ପ୍ରତିକ ଆଧୁନିକ ସଭ୍ୟତାରେ ଯୁଗ ସହ ଯୁଗ ତାଳମେଳେଇ ଚାଲିବା ଲକ୍ଷ୍ୟରେ ଅତ୍ୟାଧୁନିକ ଜ୍ଞାନ କୌଶଳ ଶିକ୍ଷାର ବିକାଶ ଲାଗି ରାଜ୍ୟ ସରକାର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକ ଉପରେ ଗୁରୁତ୍ୱ ଦେଇଛନ୍ତି । ଏଥିପାଇଁ ସରକାରୀ ସ୍କୁଲ ଗୁଡ଼ିକୁ ୫-ଟି ଅନ୍ତର୍ଗତ ମୋ ସ୍କୁଲ ଅଭିଯାନରେ ସାମିଲ କରି ଶିକ୍ଷାର ମାନବୃଦ୍ଧି ପାଇ ଯୋଜନା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ଟାଙ୍ଗୀ-ଚୌଦ୍ୱାର ବ୍ଲକ କୟଳପଡ଼ା ପଞ୍ଚାୟତର…

Read More

ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ଯବାନ ମାନଙ୍କୁ ରାକ୍ଷୀ ଭେଟି

ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ଯବାନ ମାନଙ୍କୁ ରାକ୍ଷୀ ଭେଟି ଭଦ୍ରକ(ଏନ୍‍.ଏମ୍‍.): ଦେଶରେ ସ୍ୱାଧୀନତା ପ୍ରାପ୍ତିର ୭୫ତମ ପୂର୍ତ୍ତି ପାଳନ ହେଉଛି । ଏହି ଅବସରରେ କୁନିକୁନି ପିଲାମାନେ ଯବାନମାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ଭେଟି ଦେଇ ସେମାନଙ୍କ ମଙ୍ଗଳ କାମନା କରିଥିଲେ । ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ସ୍ଥିତ ସାଇ ଅନନ୍ତ ଇଣ୍ଟରନ୍ୟାଶନାଲ ସ୍କୁଲ ତରଫରୁ ସ୍ୱାଧୀନତାର ୭୫ତମ ପୂର୍ତ୍ତିର ଆଜାଦି କା ଅମୃତ ମହୋତ୍ସବ ଅବସରରେ ଭାରତୀୟ ଯବାନ ଭାଇ ମାନଙ୍କୁ ରାକ୍ଷୀ ଭେଟି…

Read More

ଆଠଗଡ ସାମ୍ବାଦିକ ସଂଘ ପକ୍ଷରୁ କ୍ରାନ୍ତି ଦିବସ

ଆଠଗଡ ସାମ୍ବାଦିକ ସଂଘ ପକ୍ଷରୁ କ୍ରାନ୍ତି ଦିବସ ଆଠଗଡ(ଏନ୍‍.ଏମ୍‍.): ଆଠଗଡ ସାମ୍ବାଦିକ ସଙ୍ଘ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ କ୍ରାନ୍ତି ଦିବସ ପାଳିତ ହୋଇଯାଇଛି । ସଂଘର ବରିଷ୍ଠ ସାମ୍ବାଦିକ ସନାତନ ରାୟ ସଭାପତିତ୍ୱ କରି ‘ମୁଁ ପରାଧୀନ ଭାରତର ନାଗରିକ ହୋଇ ସ୍ୱାଧୀନ ଭାରତର ସ୍ୱପ୍ନ ଦେଖି ଥିଲି ଓ ଆଜି ମୁଁ ସ୍ୱାଧୀନ ଭାରତର ନାଗରିକ ବୋଲି ପ୍ରକାଶ କରିଥିଲେ । ଏହି ଅବସରରେ ମୂଖ୍ୟଅତିଥି ଭାବେ ଆଠଗଡ ଉପଖଣ୍ଡ ସୂଚନା…

Read More

ଖଣ୍ଡପଡା ବ୍ଳକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

ଖଣ୍ଡପଡା ବ୍ଳକରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଖଣ୍ଡପଡା(ଏନ୍‌.ଏମ୍‌.): ଜିଲ୍ଲା ପ୍ରଶାସନ ପକ୍ଷରୁ ଖଣ୍ଡପଡା ବ୍ଳକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଡକ୍ଟର ପୋମା ଟୁଡୁ ଶିବିରରେ ଉପସ୍ଥିତ ରହି ଜନସାଧରଣଙ୍କ ଆପତ୍ତି, ଅଭିଯୋଗ ଗୁଡିକ ଶୁଣିଥିଲେ । ସର୍ବମୋଟ ୧୧୦ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ବିଭିନ୍ନ ଅଭିଯୋଗ ମଧ୍ୟରେ ୯୩ ଗୋଟି ବ୍ୟକ୍ତିଗତ ସମସ୍ୟା ଭତ୍ତତିକ ଅଭିଯୋଗ ହସ୍ତଗତ ହୋଇଥିବାବେଳେ ୨ଗୋଟି ଗ୍ରାମର ସମସ୍ୟା ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ…

Read More

ଖଣ୍ଡପଡା ଉପ ଡାକଘରେ ଜାତୀୟ ପତାକା ବିକ୍ରିର ଶୁଭାରମ୍ଭ

ଖଣ୍ଡପଡା ଉପ ଡାକଘରେ ଜାତୀୟ ପତାକା ବିକ୍ରିର ଶୁଭାରମ୍ଭ ଖଣ୍ଡପଡା(ଏନ୍‌.ଏମ୍‌.): ଦେଶ ସ୍ୱାଧୀନତା ପ୍ରାପ୍ତିର ୭୫ବର୍ଷ ପାଳନ ହେଉଛି । ଏହି ପରିପ୍ରେକ୍ଷୀରେ ଦେଶ ତମାମ ଘରେ ଘରେ ତ୍ରିରଙ୍ଗା ଉଡ଼ାଇ ସ୍ୱାଧୀନତା ଦିବସକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ତେଣୁ ଆଜାଦ କି ଅମୃତ ମହୋତ୍ସବ ପାଳନ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ସଫଳ ରୁପାୟନ ପାଇଁ ପ୍ରଶାସନସ୍ତରରେ ଉଦ୍ୟମ ଜାରି ରହିଛି । ଏହି କ୍ରମରେ ଖଣ୍ଡପଡା…

Read More

ବର୍ଷାଙ୍କୁ ବଡ଼ ଝଟକା, ସୁଜିତଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବର୍ଷାଙ୍କୁ ବଡ଼ ଝଟକା, ସୁଜିତଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କଟକ(ଏନ୍‌.ଏମ୍‌.): ସେଲିବ୍ରିଟି ଦମ୍ପତ୍ତି ବର୍ଷା-ଅନୁଭବଙ୍କ ପାରିବାରିକ କନ୍ଦଳ ଦିନକୁ ଦିନ ନୂଆ ନୂଆ ମୋଡ଼ ନେବାରେ ଲାଗିଛି । କେତେବେଳେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଅନୁଭବ ତଥା ତାଙ୍କ ସହଯୋଗୀଙ୍କ ଉପରେ ଆରୋପ ଲଗାଉଛନ୍ତି ତ ଆଉ କେତେବେଳେ ଅନୁଭବ ବର୍ଷା ତଥା ତାଙ୍କ ପରିବାର ଉପରେ ପ୍ରତି ଆରୋପ ଲଗାଉଛନ୍ତି । ଫଳରେ ଏହି ବିବାଦର ସମାଧାନ ପରିବର୍ତ୍ତେ ଅଡ଼ୁଆ ବଢ଼ିବାରେ ଲାଗିଛି…

Read More

ପ୍ରଜାତନ୍ତ୍ରର ୭୫ତମ ବାର୍ଷିକ ଉତ୍ସବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରଜାତନ୍ତ୍ରର ୭୫ତମ ବାର୍ଷିକ ଉତ୍ସବରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଦେଶର ସାଂସ୍କୃତିକ, ଐତିହ୍ୟ ଓ ନୈତିକତା ବଜାୟ ରଖି ଜାତୀୟ ଏକତା ଓ ସଂହତିକୁ ପ୍ରୋତ୍ସାହନ ଦେବା ହେଉଛି ଗଣମାଧ୍ୟମର ଦାୟିତ୍ୱ’ କଟକ(ଏନ୍‌.ଏମ୍‌.): କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟେ ଆଜି ଗୋଟିଏ ମଞ୍ଚରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ତେବେ ଉଭୟ ମୁଖ୍ୟଙ୍କ ଉପସ୍ଥିତି ରାଜ୍ୟ ପାଇଁ ଅନେକ ଉନ୍ନତି…

Read More

ଭୁବନେଶ୍ୱର ଓ କଟକରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର ଓ କଟକରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱର/କଟକ (ଏନ୍‌.ଏମ୍‌.): ଓଡ଼ିଶାରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଆଗମନ ଯୋଗୁଁ ବିଜେପିରେ ଅପୂର୍ବ ଉନ୍ମାଦ ସୃଷ୍ଟି ହୋଇଛି । କର୍ମୀମାନେ ବେଶ ଉତ୍ସାହିତ ହୋଇ ଉଠିଛନ୍ତି । ଗତକାଲି ଶ୍ରୀ ଶାହ ଭୁବନେଶ୍ୱରରେ ପହଞ୍ôଚବା ପରେ ବିମାନବନ୍ଦର ଉତ୍ସବ ମୁଖର ହୋଇ ଉଠିଥିଲା ।ତ୍ରିରଙ୍ଗା, ପାରମ୍ପରିକ ପୋଷାକ, କଳା, ନୃତ୍ୟ ଓ ବାଦ୍ୟ ଯନ୍ତ୍ର ବଜାଇ କାର୍ଯ୍ୟକର୍ତ୍ତାମାନଙ୍କ ସହ ହଜାର ହଜାର ଜନସାଧାରଣ…

Read More

ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କ ବାସୁଦେବପୁର ଗସ୍ତ

ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କ ବାସୁଦେବପୁର ଗସ୍ତ ବାସୁଦେବପୁର(ଏନ୍‌.ଏମ୍‌.): ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଦିନିକିଆ ଭଦ୍ରକ ଜିଲ୍ଲା ବାସୁଦେବପୁର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ପ୍ରଥମେ ମନ୍ତ୍ରୀ ସ୍ଥାନୀୟ ତାୱନ ହଲ୍ ପରିସରରେ କାବ୍ୟ ସମଗ୍ର ଲୋକାର୍ପଣ ଉତ୍ସବରେ ଯୋଗ ଦେଇ ସ୍ଥାନୀୟ ଚାରି ବାଟିଆକୁ ଯାଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୃତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ସାଧାରଣ ସଭାରେ ଯୋଗ ଦେଇଥିଲେ ।…

Read More

ଜଗଦୀପ ଧନଖଡ଼ ହେଲେ ଭାରତର ଉପ-ରାଷ୍ଟ୍ରପତି

ଜଗଦୀପ ଧନଖଡ଼ ହେଲେ ଭାରତର ଉପ-ରାଷ୍ଟ୍ରପତି ନୂଆଦିଲ୍ଲୀ (ଏଜେନ୍ସି): ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଦେଶର ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଛନ୍ତି । ଏନଡିଏରୁ ପ୍ରାର୍ଥୀ ହୋଇଥିବା ଶ୍ରୀ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି । ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଭୋଟରେ ପରାସ୍ତ କରିଛନ୍ତି । ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ ହୋଇଥିଲା । ମୋଟ ୭୮୦ ଜଣ ସାଂସଦଙ୍କ ମଧ୍ୟରୁ ୭୨୫…

Read More

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ ଭୁବନେଶ୍ୱର(ଏନ୍‌.ଏମ୍‌.): ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ଉଚ୍ଚଭରକ୍ସ ଠକେଇକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ମୂକ-ବଧିର ଛାତ୍ର/ଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ ଅଫନ୍ୟୁୟର୍କର ପ୍ରକଳ୍ପ ପରିଚାଳକ ଶିବାନୀ ଶଶୀକାନ୍ତ ମହାନ୍ତି, ଉଦ୍ୟୋଗୀ ଚନ୍ଦ୍ର ଶେଖର ପ୍ରମୁଖ ଯୋଗଦାନ କରି ମୂକ-ବଧିର ଛାତ୍ର/ଛାତ୍ରୀ ମାନଙ୍କୁ ସାଇବର ଠକେଇର ବିଭିନ୍ନ ଦିଗ ଓ ଏଥିରୁ କେମିତି ବର୍ତିହେବ ସେ ସମ୍ପର୍କରେ ଆଲୋଚନା କରିଥିଲେ ।…

Read More