ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଆରମ୍ଭ
ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଆରମ୍ଭ ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ଚାଲିବ ପ୍ରଥମ ପର୍ଯ୍ୟାୟରେ ୧୨ଟି ଜିଲ୍ଲାରୁ ବସ୍ସେବା ଆରମ୍ଭ ହେଲା ମା’ମାନଙ୍କ ପାଇଁ ଟିକଟ ମୂଲ୍ୟ ୫୦ ପ୍ରତିଶତ ରହିବ- ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.):…
