ଏଏସଓ ମେରିଟ୍ ଲିଷ୍ଟ ଖାରଜ ହେବା ପରେ ଓପିଏସସି ଅଫିସ ସମ୍ମୁଖରେ ମନୋନୀତ ପ୍ରାର୍ଥୀଙ୍କ ବିକ୍ଷୋଭ
ଏଏସଓ ମେରିଟ୍ ଲିଷ୍ଟ ଖାରଜ ହେବା ପରେ ଓପିଏସସି ଅଫିସ ସମ୍ମୁଖରେ ମନୋନୀତ ପ୍ରାର୍ଥୀଙ୍କ ବିକ୍ଷୋଭ #କଟକ(ଏନ୍.ଏମ୍.): ଏଏସଓ ପରୀକ୍ଷା ମେରିଟ ଷ୍ଟକୁ ହାଇକୋର୍ଟ ଖାରଜ କରି ଦେବା ପରେ ଏଥିପାଇଁ ମନୋନୀତ ହୋଇଥିବା ପ୍ରାର୍ଥୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେମାନେ ଆଜି କଟକ ସ୍ଥିତ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେମାନଙ୍କ ପ୍ରତି ଅବିଚାର କରାଯାଇଥିବା ସେମାନେ କହିଛନ୍ତି । ପୂରା ଜଜମେଣ୍ଟ କପି ଆସିବା…
