ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆସିଲା ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେ ସମରସଜା ଆରମ୍ଭ କରିଥିବାବେଳେ ବିଜେଡି ଆଜି ତାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ତେବେ ପ୍ରାର୍ଥୀତ୍ୱକୁ ନେଇ ପୂର୍ବରୁ ବିଜେଡି ପକ୍ଷରୁ ନେତାମାନେ ଯାହା ନାଁ ଘୋଷଣା କରୁଥିଲେ ସେଥିରେ କିଛି ପରିବର୍ତ୍ତନ କରାଯାଇଥିବା ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀତାଲିକା ଘୋଷଣା ପରେ ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ତଥା ବିଜେଡି…
