ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ #କଟକ(ଏନ୍‌.ଏମ୍‌.): ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ । ସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର ଧାରା ୧୫୧-କ ଅନୁସାରେ ୯୦-ବାରବାଟୀ-କଟକ ନିର୍ବାଚନମଣ୍ଡଳୀ…

Read More

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ #ନୂଆଦିଲ୍ଲୀ(ଏଜେନ୍ସି): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ଦ୍ୱାରା ଆଜି ଜାରି କରାଯାଇଥିବା ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ୩୫ ଜଣଙ୍କ ନାମ ରହିଛି । ଏମାନେ ୨୦୧୯ ଲୋକସଭା ବା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । କିନ୍ତୁ ନିର୍ବାଚନ ଖର୍ଚ୍ଚ ବିବରଣୀ ଦାଖଲ କରିନଥିଲେ । ଯାହା ଫଳରେ ଜନପ୍ରତିନିଧି ଆଇନ-୧୯୫୧ର ଧାରା ୧୦(ଏ)ରେ ଏହି ସବୁ ପ୍ରାର୍ଥୀଙ୍କୁ ଅନ୍ୟୁନ ୩ ବର୍ଷ ପର୍ଯ୍ୟନ୍ତ…

Read More

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର #ନୂଆଦିଲ୍ଲୀ(ଏନ.ଏନ.): ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ…

Read More

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ

ବିଜେଡିରୁ ଇସ୍ତଫାଦେଲେ ଷ୍ଟାର କ୍ୟାମ୍ପେନର ଅରିନ୍ଦମ ରାୟ, ଯୋଗ ଦେଲେ ବିଜେପିରେ #କଟକ(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ନିମନ୍ତେ ଆଚରଣ ବିଧି ଲାଗୁ ହେବାର କେଇ ଘଣ୍ଟା ପୂର୍ବରୁ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ ଭିଣୋଇ ତଥା ଅଭିନେତା ଅରିନ୍ଦମ ରାୟ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ଦଳର ସାଧାରଣ ସଂପାଦକ ପଦ ସହିତ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…

Read More

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ପ୍ରସ୍ତାବ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଢାଞ୍ଚାରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ କର #ଭୁବନେଶ୍ୱର(ଏନ୍‌.ଏମ୍‌.): ଉତ୍ତର ଓଡ଼ିଶାରେ ଅବସ୍ଥିତ ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲାର ଆର୍ଥିକ ବିକାଶ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଢାଞ୍ଚାରେ ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ପ୍ରସ୍ତାବ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଚିଠି…

Read More

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ

ମଉଳି ଗଲା ବିଜେପି-ବିଜେଡି ମେଣ୍ଟ ଆଶା: ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ପୁଣି କହିଲେ ମନମୋହନ #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ବେଶ କିଛି ଦିନ ଚର୍ଚ୍ଚା ଚାଲିଥିବାବେଳେ ଏବେ ମେଣ୍ଟ ଆଶା ଧିରେ ଧିରେ ମଉଳିବାରେ ଲାଗିଛି । ମେଣ୍ଟ ନେଇ ବିଜେଡି ଏ ପର୍ଯ୍ୟନ୍ତ ମୁହଁ ଖୋଲିନଥିବାବେଳେ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି କହି କର୍ମୀମାନେ ପ୍ରସଙ୍ଗରୁ ଏଡାଇ ଯାଇଛନ୍ତି ।…

Read More

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମେଣ୍ଟ ଚର୍ଚ୍ଚା ଭିତରେ ଧର୍ମେନ୍ଦ୍ରଙ୍କ ଘରେ ଗୁରୁତ୍ୱପୂର୍ଣ୍ଣ ବୈଠକ #ନୂଆଦିଲ୍ଲୀ(ଏନ୍‌.ଏମ୍‌.): ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ଏହା ଏକ ପ୍ରକାର ଚୁଡ଼ାନ୍ତ ହୋଇସାରିଛି । କେବଳ ବିଧିବଦ୍ଧ ଘୋଷଣାକୁ ଅପେକ୍ଷା । ଏ ନେଇ ଏଯାବତ ଶେଷ ହୋଇନି ବିଚାର ବିମର୍ଶ । ଦିଲ୍ଲୀରେ ଅଛନ୍ତି ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ । ଏହି ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଧର୍ମେନ୍ଦ୍ରଙ୍କ ନୂଆଦିଲ୍ଲୀ ସ୍ଥିତ ୧୯-କୃଷକ…

Read More

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା !

ଶେଷ ପର୍ଯ୍ୟାୟରେ ମେଣ୍ଟ ଚର୍ଚ୍ଚା: ଶେଷ ହେଲା ବିଜେପିର ଚୁଡ଼ାନ୍ତ ବୈଠକ, ଅମିତ ଶାହ କରିପାରନ୍ତି ଘୋଷଣା ! #ଭୁବନେଶ୍ୱର/ନୂଆଦିଲ୍ଲୀ(ଏନ୍‌.ଏମ୍‌.): ରାଜ୍ୟରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତକାଲି ରାଜ୍ୟ ବିଜେପି ନେତୃତ୍ୱ ଦିଲ୍ଲୀରେ ପହଞ୍ଚିବା ପରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମେଣ୍ଟକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ତେବେ ଆଗାମୀ ନିର୍ବାଚନରେ ବିଜେପି ଓ ବିଜେଡି ମିଳିତ ଭାବେ ନିର୍ବାଚନ ଲଢ଼ିବେ…

Read More

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା

ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ବିଜେପି-ବିଜେଡି ମେଣ୍ଟକୁ ନେଇ ଜୋରଦାର ଚର୍ଚ୍ଚା ଚାଲିଛି । ଗୋଟିଏ ପଟେ ବିଜେପି-ବିଜେଡି ମଧ୍ୟରେ ପୂର୍ବଭଳି କାଦୁଅ ଫିଙ୍ଗା ହେଉନଥିବାବେଳେ ସ୍ପଷ୍ଟ ହେଉନି ମେଣ୍ଟ ନିଷ୍ପତ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାଗସ୍ତରେ ଆସି ଥିବାବେଳେ କର୍ମୀମାନେ ଭାବିଥିଲେ ଏଥର ବିଜେଡି ସରକାର ବିରୋଧରେ ବର୍ଷିବା ସହିତ କର୍ମୀମାନଙ୍କୁ ନିର୍ବାଚନନେଇ ଉତ୍ସାହିତ କରିବେ…

Read More

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌

ପାଣ୍ଡିଆନଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ ସ୍ୱଚ୍ଛ ଓ ଜଳ ସାଥୀ ମହିଳା: ଅଭିଯୋଗ ଜଣାଇବାକୁ ଛାଡ଼ିଲାନି ପୁଲିସ୍‌ #କଟକ(ଏନ୍‌.ଏମ୍‌.): ସିଏମସି ଅଧୀନରେ କାର୍ଯ୍ୟରତ ସ୍ୱଚ୍ଛ ସାଥୀ ଓ ଜଳ ସାଥୀ ମହିଳାମାନଙ୍କୁ ଆଜି ନିରାଶ ହେବାକୁ ପଡ଼ିଛି । କଟକ ଗସ୍ତରେ ଆସିଥିବା ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ସେମାନେ ଭେଟିବାକୁ ଚାହୁଁଥିଲେ । ପାଣ୍ଡିଆନଙ୍କୁ ଭେଟି ସେମାନେ ନିଜର ସମସ୍ୟା ସମ୍ପର୍କରେ କହିଥାଆନ୍ତେ । କିନ୍ତୁ କଟକ କମିଶନରେଟ ପୁଲିସ ମହିଳାମାନଙ୍କୁ ଏଥିପାଇଁ…

Read More

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ନେଇ ନୂଆମୋଡ଼: ବିଜେପି ଦୋହରାଇଲା ଏକା ଲଢ଼ିବୁ, ବିଜେଡି ନୀରବ #ଭୁବନେଶ୍ୱର(ଏନ୍‌.ଏମ୍‌.): ଆଗାମୀ ସାଧାରଣ ନିର୍ବାଚନରେ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚା ଆଜି ପୁଣି ଥରେ ନୂଆମୋଡ଼ ନେଇଛି । ସମ୍ଭାବ୍ୟ ମେଣ୍ଟକୁ ନେଇ ଗତ ଦୁଇଦିନ ଧରି ଚାଲିଥିବା ରାଜନୀତିକ ହଟଚମଟ ଓ ଚର୍ଚ୍ଚାରେ ରାଜ୍ୟ ବିଜେପି ସଭାପତି ଆଜି ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ପୂର୍ବରୁ ମାର୍ଚ୍ଚ ୧ତାରିଖରେ ଦିଲ୍ଲୀରୁ ଫେରି ମନମୋହନ…

Read More

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ

ରାଜ୍ୟରେ ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ ରାଜ୍ୟରେ ବିଜେପି ଏକା ଲଢ଼ିବାର ବହୁ ସମ୍ଭାବନା ରହିଛି – ପୃଥ୍ୱୀରାଜ ହରିଚନ୍ଦନ #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନକୁ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି । ବିଭିନ୍ନ ରାଜନୈତିକ ଦଳରୁ ନେତାମାନଙ୍କ ଦଳବଦଳ ଘଟଣା ଯେତିକି ଚର୍ଚ୍ଚାକୁ ଆସୁଛି ତା’ ଠାରୁ ଅଧିକ ଚର୍ଚ୍ଚାର ବିଷୟବସ୍ତୁ ହୋଇଛି ବିଜେଡି-ବିଜେପି ମେଣ୍ଟ ଆଲୋଚନା । ତେବେ ଉଭୟ ଦଳ ପକ୍ଷରୁ ମେଣ୍ଟକୁ ନେଇ ସ୍ପଷ୍ଟ କରାଯାଇନଥିଲେ ମଧ୍ୟ ଏ ନେଇ…

Read More