ଦେଶର ବିଭିନ୍ନ ରାଜ୍ୟରେ ରାଜ୍ୟପାଳଙ୍କ ବଦଳି: ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ
ଦେଶର ବିଭିନ୍ନ ରାଜ୍ୟରେ ରାଜ୍ୟପାଳଙ୍କ ବଦଳି: ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନୂଆଦିଲ୍ଲୀ (ଏଜେନ୍ସି): ଦେଶର ୮ ରାଜ୍ୟରେ ରାଜ୍ୟପାଳଙ୍କ ବଦଳି କରାଯାଇଛି । ଏଥିସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୮ଟି ଯାକ ରାଜ୍ୟ ପାଇଁ ୮ ଜଣ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି । ନୂଆ ବିଜ୍ଞପ୍ତି ଅନୁସାରେ, କର୍ଣ୍ଣାଟକର ରାଜ୍ୟପାଳ ଭାବେ ଥାୱରଚାନ୍ଦ ଗେହଲଟଙ୍କୁ ନିଯୁକ୍ତି ମିଳିଛି । ତେବେ ଗେହଲଟ ବର୍ତ୍ତମାନ ମୋଦି ସରକାରରେ ସାମାଜିକ ନ୍ୟାୟ ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ…
