ମହାନଦୀ ପୋତି ବର୍ଫି ପ୍ରକଳ୍ପ ମାମଲା: ଏନ୍ଜିଟିରେ ରିପୋର୍ଟ ଦେଲେନି ରାଜ୍ୟ ସରକାର
ମହାନଦୀ ପୋତି ବର୍ଫି ପ୍ରକଳ୍ପ ମାମଲା: ଏନ୍ଜିଟିରେ ରିପୋର୍ଟ ଦେଲେନି ରାଜ୍ୟ ସରକାର କଟକ(ଏନ୍.ଏମ.): ବର୍ଫି ପ୍ରକଳ୍ପ ଓ କଟକ ବଡ ଡାକ୍ତରଖାନା ସମ୍ପ୍ରସାରଣ ପାଇଁ ମହାନଦୀ ପଠାକୁ ପୋତିବାକୁ ବିରୋଧ କରି ରୁଜୁ ମାମଲାରେ ରିପୋର୍ଟ ଦାଖଲ କରିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି । ମାମଲାର ଶୁଣାଣି କରି ହାଇକୋର୍ଟ ତୁରନ୍ତ ରିପୋର୍ଟ ଦେବାକୁ ଏନ୍ଜିଟି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏନ୍ଜିଟିଙ୍କ ନିର୍ଦ୍ଦେଶ ଆଧାରରେ କେନ୍ଦ୍ରୀୟ ଜଳ ଆୟୋଗ(ସିଡବ୍ଲୁସି), କେନ୍ଦ୍ର ଜଙ୍ଗଲ…
