କଟକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନିଶ୍ଳୁକ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ
କଟକ (ଏନ୍.ଏମ୍.): କରୋନା ମହାମାରୀରେ ପିଡିତ ହେଉଥିବା ରୋଗୀମାନଙ୍କୁ ନିରନ୍ତର ସେବା ଯୋଗାଇ ଦେବା ପାଇଁ କଟକ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୈାଧୁରୀଙ୍କ ତତ୍ୱବଧାନରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଆଜି କଟକ ଜିଲା କଂଗ୍ରେସ କାର୍ଯ୍ୟାଳୟଠାରେ ଦୁଇଟିି ନିଶ୍ଳକ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି କଂଗ୍ରେସର ମୁଖପାତ୍ର ତଥା ସାମ୍ବାଦିକ ସତ୍ୟପ୍ରକାଶ ନାୟକ । ସମଗ୍ର କଟକ ଜିଲ୍ଲାର ସମସ୍ତ ନାଗରିକମାନେ ଏହି ସେବାକୁ ବିନା ମୁଲ୍ୟରେ ପାଇପାରିବେ…
