ମୋଦୀ ସରକାରଙ୍କ ନୂତନ ମନ୍ତ୍ରୀମଣ୍ଡଳ
ମୋଦୀ ସରକାରଙ୍କ ନୂତନ ମନ୍ତ୍ରୀମଣ୍ଡଳ ନୂଆଦିଲ୍ଲୀ (ଏନ୍.ଏମ୍.): ପ୍ରଧାମମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱିତୀୟ ପାଳିରେ ପ୍ରଥମ ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହୋଇଛି । କ୍ୟାବିନେଟରେ ନୂଆ ଓ ପୁରୁଣାଙ୍କୁ ମିଶାଇ ୪୩ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ଏଥିରେ ୧୫ଜଣଙ୍କୁ କ୍ୟାବିନେଟ…
