ଆରପାରିରେ ଖଲିକୋଟ ରାଣୀ; ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ
ଆରପାରିରେ ଖଲିକୋଟ ରାଣୀ; ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ #କବିସୂର୍ଯ୍ୟନଗର(ଏନ୍.ଏମ୍.): ପୂର୍ବତନ ବିଧାୟିକା ତଥା ଖଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ସେ ୧୦ ଥର ବିଧାୟିକା ହୋଇଛନ୍ତି । ସେ ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର…
