ସୂଚନା ଓ ଲୋକ ସମ୍ପର୍କ ବିଭାଗରେ ସଚିବଙ୍କୁ ନୂଆ ବର୍ଷରେ ସ୍ୱାଗତ ସମ୍ବର୍ଦ୍ଧନା
ଲୋକସମ୍ପର୍କ ଅଧିକାରୀମାନେ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରନ୍ତୁ – ପ୍ରମୁଖ ଶାସନ ସଚିବ ସୂଚନା ଓ ଲୋକ ସମ୍ପର୍କ ବିଭାଗରେ ସଚିବଙ୍କୁ ନୂଆ ବର୍ଷରେ ସ୍ୱାଗତ ସମ୍ବର୍ଦ୍ଧନା #ଭୁବନେଶ୍ୱର(ଏନ୍.ଏମ୍.): ସୂଚନା ଓ ଲୋକସମ୍ପର୍କ ବିଭାଗ ରାଜ୍ୟ ସରକାରଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ । ବିଭିନ୍ନ ଉପଖଣ୍ଡ ସମେତ ଜିଲ୍ଲାସ୍ତରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଏବଂ ରାଜ୍ୟସ୍ତରରେ ସୂଚନା ଅଧିକାରୀମାନେ ସରକାରଙ୍କ ବିଭିନ୍ନ ବିଭାଗର ଯୋଜନା ଓ କାର୍ଯ୍ୟକ୍ରମର ସଫଳ ପ୍ରଚାର ପ୍ରସାରରେ ଗୁରୁତ୍ୱପୂର୍ଣ୍ଣ…
