ଭୁବନେଶ୍ୱର-କୋଣାର୍କ ୭୧ ନମ୍ବର ରୁଟ୍ରେ ପୁନଃ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ
ଭୁବନେଶ୍ୱର-କୋଣାର୍କ ୭୧ ନମ୍ବର ରୁଟ୍ରେ ପୁନଃ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମନ୍ତ୍ରୀ #ଭୁବନେଶ୍ୱର(ଏନ୍.ଏମ୍.): ଭୁବନେଶ୍ୱରଠାରୁ କୋଣାର୍କ ପର୍ଯ୍ୟନ୍ତ ଯାତ୍ରୀମାନଙ୍କୁ ଗମନାଗମନ ସୁବିଧା ପାଇଁ ୭୧ ନମ୍ବର ରୁଟ୍ରେ ପୁଣି ଆରମ୍ଭ ହୋଇଥିବା ‘ମୋ ବସ୍’ ସେବାକୁ ଇଲୋକ୍ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା, ଗୃହ(ରାଷ୍ଟ୍ର) ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁଭାରମ୍ଭ କରିଛନ୍ତି । ପୁରୀ ଜିଲ୍ଲାରେ କୋଣାର୍କ, ଜାହାନିଆ, ଅସ୍ତରଙ୍ଗ ଆଦି ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । କୋଣାର୍କ ସୂର୍ଯ୍ୟମନ୍ଦିରର ଐତିହ୍ୟ…
