ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର
ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର ପୁରୀ(ଏନ୍.ଏମ୍.): ଆଜି ଶୁକ୍ରବାର ଅପରାହ୍ଣ ୨ଟାରେ ପୁଣି ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…
