ପଞ୍ଚୁକ ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା: ବିନା ଶ୍ରଦ୍ଧାଳୁରେ ନୀତିକାନ୍ତି
ପଞ୍ଚୁକ ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା: ବିନା ଶ୍ରଦ୍ଧାଳୁରେ ନୀତିକାନ୍ତି ଆଠଗଡ଼(ଏନ୍.ଏମ୍.): ଆଜିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସ ପଞ୍ଚୁକ ବ୍ରତ । ପଞ୍ଚୁକ ଅବସରରେ କଟକ ଜିଲ୍ଲା ଆଠଗଡ଼ ବ୍ଲକ ଅନ୍ତର୍ଗତ ଧବଳେଶ୍ୱର ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ମାତ୍ର ସମ୍ପ୍ରତି କରୋନା କଟକଣା ପାଇଁ ଆଠଗଡ଼ର ବାବା ଧବଳେଶ୍ୱର ପୀଠରେ ଭକ୍ତଙ୍କ ଗହଳି ରୋକିବାକୁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । ତେବେ ଭକ୍ତଙ୍କ ପାଇଁ କଟକଣା…
