ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ #ପୁରୀ(ଏନ୍.ଏମ୍.): ଜଗତର ଠାକୁର ଶ୍ରୀ ଜଗନ୍ନାଥଙ୍କ ବଡଦେଉଳର ଉନ୍ନତିକରଣ ନିମନ୍ତେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଏହାକୁ ରାଜ୍ୟସରକାର ଖୁବ ଶିଘ୍ର ଲୋକାର୍ପଣ କରିବା ପାଇଁ ଯାଉଛନ୍ତି । ତେଣୁ ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ଚାଲିଛି । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା…
