ଏସସିବି ହେପାଟୋଲୋଜି ବିଭାଗରେ ଲିଫ୍ଟ ଉଦ୍ଘାଟନ
ଏସସିବି ହେପାଟୋଲୋଜି ବିଭାଗରେ ଲିଫ୍ଟ ଉଦ୍ଘାଟନ କଟକ(ଏନ୍.ଏମ୍.): କଟକ ବଡ଼ମେଡ଼ିକାଲ (ଏସସିବି)କୁ ବିଶ୍ୱସ୍ତରୀୟ କରିବା ପାଇଁ ଓଡ଼ିଶା ସରକାରଙ୍କ ୫ଟି ବିଭାଗ ଓ ସ୍ୱାସ୍ଥ୍ୟ ବିଭାଗ ତତ୍ପର ହୋଇ ଉଠିଛି । ଏଥି ପାଇଁ ମେଡ଼ିକାଲର ବିଭିନ୍ନ ବିଭାଗର ଉନ୍ନତି, ନୂତନ ଯନ୍ତ୍ରପାତି କିଣା ଆଦି ଆରମ୍ଭ ହୋଇଛି । ଉନ୍ନତି ଚିକିତ୍ସାସେବା ଯୋଗାଇଦେବା ନିମନ୍ତେ ରାଜ୍ୟସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଏସସିବିର ହେପାଟୋଲୋଜି (ଲିଭର ବିଭାଗ)ର ନୂତନ…
