ଇପିଏଫ ପେନସନର୍ସ ଆସୋସିଏସନର ରାଜ୍ୟ କମିଟି ବୈଠକ
ଇପିଏଫ ପେନସନର୍ସ ଆସୋସିଏସନର ରାଜ୍ୟ କମିଟି ବୈଠକ #କଟକ(ଏନ୍.ଏମ୍.): ଅଲ୍ ଓଡିଶା ଇପିଏଫ ପେନସନର୍ସ ଆସୋସିଏସନର ରାଜ୍ୟ କମିଟି ବୈଠକ ସ୍ଥାନୀୟ ଖାନନଗର ଜଗନ୍ନାଥ ମନ୍ଦିର ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି । ବିଜୟ କୁମାର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ଏହି ବୈଠକରେ ଜାତୀୟ ଉପସଭାପତି ତଥା ରାଜ୍ୟ ସମ୍ପାଦକ ଭାଗ୍ୟଧର ବ୍ରହ୍ମା, ଉପଦେଷ୍ଟା ରଞ୍ଜନ କୁମାର ଖୁଣ୍ଟିଆ ଏବଂ ନଟବର ଆଚାର୍ଯ୍ୟଙ୍କ ସମେତ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ…
