‘କୋଭିଡ ସମୟରେ ବସ୍ତି ଉଚ୍ଛେଦ ନିନ୍ଦନୀୟ’

‘କୋଭିଡ ସମୟରେ ବସ୍ତି ଉଚ୍ଛେଦ ନିନ୍ଦନୀୟ’ କଟକ(ଏନ୍.ଏମ୍.): ସରକାର କରୋନା ପାଇଁ ଲକ୍ଡାଉନ୍ ଘୋଷଣା କରି ନିୟମ କରିଛନ୍ତି । ନିଜ ନିୟମକୁ ଉଲଘଂନ କରି ପ୍ରଶାସନ ବସ୍ତିବାସିନ୍ଦାଙ୍କ ଅସହାୟତାର ସୁଯୋଗ ନେଇ ଗୋଟିଏ ପରେ ଗୋଟିଏ ବସ୍ତି ଉଛେଦ କରି ଚାଲିଛନ୍ତି । କରୋନା କଟକଣା ଭିତରେ ପିଲିଗ୍ରିମ୍ ରୋଡ଼ ଦାସ ସାହି ଉଛେଦ କରାଯାଇ କନା ତମ୍ବୁରେ ରଖାଗଲା । ଲକ୍ଡାଉନ୍ ଆରମ୍ଭ ସମୟରେ ମଇ ୫ ତାରିଖ ଦିନ ଛତ୍ର ବଜାର ବେହେରା…

Read More

କଟକରେ ଆରମ୍ଭ ହେଲା ଅପରାଜିତା ଷଡ଼ଙ୍ଗୀଙ୍କ ‘ଆମ ପରିବାର’ ସଙ୍ଗଠନ

କଟକରେ ଆରମ୍ଭ ହେଲା ଅପରାଜିତା ଷଡ଼ଙ୍ଗୀଙ୍କ ‘ଆମ ପରିବାର’ ସଙ୍ଗଠନ କଟକ(ଏନ୍.ଏମ୍.): କଟକରେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ “କଟକ ଆମ ପରିବାର’ ନାମରେ ସାଙ୍ଗଠନିକ ବୈଠକ ହୋଇଯାଇଛି । ଏହା ପୂର୍ବରୁ ପୁରୀ, ରାୟଗଡା, କୋରାପୁଟ୍, ଯାଜପୁର, ଖୋର୍ଦ୍ଧା ସମେତ ୬ଗୋଟି ଜିଲ୍ଲାରେ “ଆମ ପରିବାର” ଜିଲ୍ଲା ସ୍ତରୀୟ ସାଙ୍ଗଠନିକ ବୈଠକ ସରିଥିବା ବେଳେ କୋଭିଡ୍ କଟକଣାକୁ ଲକ୍ଷ ରଖି ଆଜି କଟକ ଜିଲ୍ଲାରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ…

Read More

ଜିଲ୍ଲାରେ କୋଭିଡ ପରିଚାଳନା ତଥା ଟିକାକରଣ କାର୍ଯ୍ୟକ୍ରମ ନିମନ୍ତେ ସାଂସଦଙ୍କ ଦ୍ୱିତୀୟ ସମୀକ୍ଷା ବୈଠକ

ଜିଲ୍ଲାରେ କୋଭିଡ ପରିଚାଳନା ତଥା ଟିକାକରଣ କାର୍ଯ୍ୟକ୍ରମ ନିମନ୍ତେ ସାଂସଦଙ୍କ ଦ୍ୱିତୀୟ ସମୀକ୍ଷା ବୈଠକ କଟକ (ଏନ୍.ଏମ୍.): ଜିଲ୍ଲାରେ କୋଭିଡ ପରିଚାଳନା ତଥା ଟୀକାକରଣ ନିମନ୍ତେ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତି କରି ପଦକ୍ଷେପ ନିଆ ଯାଉଥିବା ସମ୍ପର୍କରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଭର୍ଚ୍ଚୁଆଲ ମୋଡ଼ରେ ଦିତୀୟ ସମୀକ୍ଷା ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା ।ଜିଲ୍ଲାରେ କୋଭିଡ ପରିଚାଳନା ନିମନ୍ତେ ସ୍ୱତନ୍ତ୍ର ରଣନୀତି ଅବଲମ୍ବନ କରି କାର୍ଯ୍ୟ କରାଯାଉଥିବା ସମ୍ପର୍କରେ ଜିଲ୍ଳାପାଳ ଭବାନୀ ଶଙ୍କର ଚୟନୀ…

Read More

କଟକ ଜିଲ୍ଲାରେ କୋଭିଡ ସଚେତନ ରଥର ଶୁଭାରମ୍ଭ

କଟକ ଜିଲ୍ଲାରେ କୋଭିଡ ସଚେତନ ରଥର ଶୁଭାରମ୍ଭ କଟକ(ଏନ୍.ଏମ୍.): କୋଭିଡ ସମ୍ବନ୍ଧୀୟ ସୂଚନା ଓ ବାର୍ତ୍ତା ଦୃଶ୍ୟଶ୍ରାବ ମାଧ୍ୟମରେ ଜନ ସଚେତନତାକୁ ଅଧିକ ବ୍ୟାପକ କରିବା ନିମନ୍ତେ ଜିଲ୍ଲାରେ ଏହାର ଆଜି ଶୁଭାରମ୍ଭ କରାଯାଇଛି। ଜିଲ୍ଳାପାଳ ଭବାନୀ ଶଙ୍କର ଚୟନୀ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମାନଙ୍କ ଉପସ୍ଥିତିରେ ପତାକା ଦେଖାଇ ଜିଲ୍ଲାରେ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସଚେତନ ରଥ ଆଜିଠାରୁ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ୧୪ଟି ବ୍ଲକ ତଥା ମହା…

Read More

ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର କଟକ(ଏନ.ଏମ୍.): ପାରିବାରିକ କଳହକୁ କେନ୍ଦ୍ର କରି ଆତ୍ମହତ୍ୟା କରିବା ଉଦେ୍ଦଶ୍ୟରେ ଆଜି ଜଣେ ଯୁବତୀ ମହାନଦୀକୁ ଡେଇଁଛନ୍ତି । ତେବେ ସୌଭାଗ୍ୟ କ୍ରମେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଏସସିବିରେ ଭର୍ତ୍ତି କରାଯାଇଛି । ଆଜି ଅପରାହ୍ନରେ ଯୋବ୍ରା ବ୍ୟାରେଜ ଉପରେ ଏକ ଦମ୍ପତ୍ତି ଦୀର୍ଘ ସମୟ ଧରି ପାଟିତୁଣ୍ଡ କରିଥିଲେ । ହଠାତ୍ କେହି କିଛି ବୁଝିବା ପୂର୍ବରୁ ପତ୍ନୀ ବ୍ୟାରେଜରୁ ମହାନଦୀକୁ ଡେଇଁ…

Read More

ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ ଶିବିର

ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ ଶିବିର କଟକ(ଏନ୍.ଏମ୍): ବାରବାଟୀ-କଟକ ଯୁବ କଂଗ୍ରେସ ପକ୍ଷରୁ ରକ୍ତଦାନ କାର୍ଯ୍ୟକ୍ରମ ଅମୃତ ଧାରା ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି ରାଜ୍ୟରେ ମହାମାରୀ କରୋନା ବ୍ୟାପୁଥିବାବେଳେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଯେଭଳି ରକ୍ତ ସଂକଟ ସୃଷ୍ଟି ନହେବ ସେଥିପାଇଁ କଂଗ୍ରେସ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ପୁରୀଘାଟ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅମୃତଧାରାର ଅଧ୍ୟକ୍ଷ ତଥା ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ…

Read More

ଏସସିବିରେ କାର୍ଯ୍ୟକ୍ଷମ ହେଲା ବ୍ଲାକ ଫଙ୍ଗସ ୱାର୍ଡ : ୩୦ ଶଯ୍ୟା ପ୍ରସ୍ତୁତ ୩ ସନ୍ଦିଗ୍ଧ ଚିକିତ୍ସିତ

ଏସସିବିରେ କାର୍ଯ୍ୟକ୍ଷମ ହେଲା ବ୍ଲାକ ଫଙ୍ଗସ ୱାର୍ଡ : ୩୦ ଶଯ୍ୟା ପ୍ରସ୍ତୁତ ୩ ସନ୍ଦିଗ୍ଧ ଚିକିତ୍ସିତ କଟକ (ଏନ୍.ଏମ୍.) : କଟକ ବଡ଼ମେଡ଼ିକାଲ (ଏସସିବି)ରେ ଆଜିଠାରୁ ସ୍ୱତନ୍ତ୍ର ବ୍ଲାକ ଫଙ୍ଗସ ୱାର୍ଡ କାର୍ଯ୍ୟକ୍ଷମ ହୋଇଛି । ଇଏନଟି ବିଭାଗରେ ଉକ୍ତ ୱାର୍ଡକୁ କାର୍ଯ୍ୟକ୍ଷମ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ଆକ୍ରାନ୍ତ ଲାଗି ୩୦ଟି ଶଯ୍ୟା ପ୍ରସ୍ତୁତ ହୋଇଛି । ବର୍ତ୍ତମାନ ୩ଜଣ ସନ୍ଦିଗ୍ଧ ଉକ୍ତ ୱାର୍ଡରେ ଚିକିତ୍ସିତ ହେଉଛନ୍ତି । ରୋଗୀଙ୍କ ସଂଖ୍ୟା ବଢିଲେ ଶଯ୍ୟା…

Read More

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ

ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରରେ ଅଘଟଣ : ଯୁବକଙ୍କ ବେକରେ ପଶିଲା ଛୁରୀ ଘଟଣା ସମ୍ପର୍କରେ ଜିଲା୍ଲ କୋଭିଡ଼୍ ନୋଡ଼ାଲ ଅଧିକାରୀଙ୍କ ରପୋର୍ଟ ତଲବ କଟକ(ଏନ.ଏମ.): କଟକ ଜିଲ୍ଲା ଟାଙ୍ଗୀ ସ୍ଥିତ ଡ୍ରିମସ କୋଭିଡ଼୍ କେୟାର ସେଣ୍ଟରେ ଆଜି ସକାଳେ ଜଣେ ଆକ୍ରାନ୍ତ ଯୁବକଙ୍କ ବେକରେ ଛୁରୀ ଭୁଷି ହୋଇଯିବା ଭଳି ଘଟଣା ଘଟିଥିବା ଜଣାପଡ଼ିଛି । ଯୁବକଙ୍କ ବେକରେ ଛୁରୀ ପଶି ରହିବା ପରେ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଏସସିବିକୁ ଅଣାଯାଇ ଅସ୍ତ୍ରୋପଚାର ପରେ…

Read More

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ

ନରସିଂହପୁରରେ ବେଆଇନ ଗଞ୍ଜେଇ ଜବତ ଜଣେ ଗିରଫ ନରସିଂହପୁର(ଏନ୍.ଏମ୍.): କଟକ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ବ୍ୟାପକ ବେଆଇନ ନିଶା କାରବାର ଚାଲିଛି । ମଦ, ଗଞ୍ଜେଇ ସହିତ ବ୍ରାଉନସୁଗାର କାରବାର ମଧ୍ୟ ବଢ଼ିବାରେ ଲାଗିଛି । ତେବେ କଟକ ଜିଲ୍ଲାରୁ ବେଆଇନ ନିଶା କାରବାର ରୋକିବା ନେଇ ଅବକାରୀ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଡ୍ରାଇଭ ଆରମ୍ଭ ହୋଇଛି । ତେବେ କଟକ ଜିଲ୍ଲା ନରସିଂହପୁର ବ୍ଲକ ଅଞ୍ଚଳରେ ବେଆଇନ ନିଶାକାରବାର ଚାଲିଥିବା ଖବର ପାଇ ରାଜ୍ୟ ଅବକାରୀ…

Read More

ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ୱିତୀୟ ଡୋଜ୍

ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକଙ୍କୁ ଦିଆଯିବ କରୋନା ଟିକାର ଦ୍ୱିତୀୟ ଡୋଜ୍ ଭୁବନେଶ୍ୱର(ଏନ୍.ଏମ୍.): ଏକ ସ୍ୱତନ୍ତ୍ର ଡ୍ରାଇଭ ଜରିଆରେ ସାମ୍ବାଦିକମାନଙ୍କୁ କରୋନା ଟିକାର ଦ୍ୱିତୀୟ ଡୋଜ ଦିଆଯିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ଭୁବନେଶ୍ୱରରେ ସାମ୍ବାଦିକମାନଙ୍କୁ ଦ୍ୱିତୀୟ ଡୋଜ ଟିକା ଦିଆଯିବାକୁ ବିଏମସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ୧୮ରୁ ୪୪ ବର୍ଷ ବର୍ଗଙ୍କ ଦ୍ୱିତୀୟ ଡୋଜ ଟିକାକରଣ ପାଇଁ ବିଏମସି ପ୍ରସ୍ତୁତି ଆରମ୍ଭ କରିଛି । ଆସନ୍ତା ୮ ଓ ୯ତାରିଖରୁ ଏହି…

Read More

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା

ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା ଭୁବନେଶ୍ୱର (ଏନ୍.ଏମ୍.): ଚଳିତ ବର୍ଷ ଯୁକ୍ତ ଦୁଇ ଶେଷ ବର୍ଷ ପିଲାଙ୍କ ପରିକ୍ଷା ବାତିଲ କରିବା ପାଇଁ ଶେଷରେ ସରକାର ନିଷ୍ପତ୍ତି ନେଇଛନ୍ତି । ତେଣୁ ଏଥର ଯୁକ୍ତ ଦୁଇ ଶେଷ ବର୍ଷ ପିଲାଙ୍କ ପରୀକ୍ଷା ହେବ ନାହିଁ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନଥିବାରୁ ଏହାକୁ ବାତିଲ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।…

Read More

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ

କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ ୫ ମାସରେ ଜବତ ହେଲାଣିି ୩ କିଲୋଗ୍ରାମ୍ ବ୍ରାଉନ ସୁଗାର ଓ ୨୪ ଗିରଫ କଟକ(ଏନ୍.ଏମ୍.): କଟକ ଜିଲ୍ଲାରରେ ଏବେ ବାଉନସୁଗାର କାରବାର ବେଶ ବୃଦ୍ଧି ପାଇଛି । ଏପରିକି ସନ୍ଧ୍ୟା ହେଲେ ସହରର ଅନ୍ଧାରୁଆ ଗଳି ଓ ନଦୀ କୂଳରେ ଏହି କାରବାର ଅଧିକ ହେଉଥିବା ଜଣାପଡ଼ିଛି । ବ୍ରାଉନସୁଗାର କାରବାର ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଗତ କାଲି ମଧୁପାଟଣା ଥାନା ଅନ୍ତର୍ଗତ ଆମ୍ବ…

Read More