ଜିଲ୍ଲାରେ କୋଭିଡ ପରିଚାଳନା ନେଇ ସାଂସଦ ଭର୍ତ୍ତୃହରି ମହତାବଙ୍କ ସମୀକ୍ଷା

କଟକ(ଏନ୍.ଏମ୍.): କଟକ ଜିଲ୍ଲାରେ କୋଭିଡ ପରିଚାଳନା ନିମନ୍ତେ ତଥା ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତି ସହ ପଦକ୍ଷେପ ସ୍ୱରୂପ ଆଜି ସାଂସଦ ଭତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଭର୍ଚ୍ଚୁଆଲ ମୋଡ଼ରେ ଏକ ସମୀକ୍ଷା ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ କୋଭିଡ ପରିଚାଳନା ନିମନ୍ତେ ସ୍ୱତନ୍ତ୍ର ରଣନୀତି ଅବଲମ୍ବନ କରିବା ସହ କାର୍ଯ୍ୟସୂଚୀ ପ୍ରସ୍ତୁତ କରି ଭର୍ଚ୍ଚୁଆଲ ବୈଠକରେ ଆଲୋଚନା ମାଧ୍ୟମରେ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବା ପାଇଁ ସାଂସଦଙ୍କ ନିଦେ୍ର୍ଦଶରେ ଜିଲ୍ଳାପାଳ ଭବାନୀ ଶଙ୍କର ଚୟନୀଙ୍କ ଅନୁରୋଧ…

Read More

ଆଇଏମଡିର ସୂଚନା: ବଙ୍ଗୋପସାଗରରେ ଆସୁଛି ବାତ୍ୟା, ୨୫ରୁ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର (ଏନ୍.ଏମ୍.): ଚଳିତ ମେ ମାସ ୨୬ତାରିଖ ବେଳକୁ ଓଡ଼ିଶା ଓ ପଶ୍ଚିମବଙ୍ଗକୁ ପୁଣି ଏକ ବାତ୍ୟା ଆସିବାର ସମ୍ଭାବନା ରହିଛି । ଏ ନେଇ ଆଇଏମଡି ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ସମ୍ପର୍କରେ ସୂଚନା ଦିଆଯାଇଛି । ଏବେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏ ନେଇ ଆଇଏମଡି ମହାନିଦେ୍ର୍ଦଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ଯେ, ଆସନ୍ତା ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ…

Read More

କଟକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନିଶ୍ଳୁକ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ

କଟକ (ଏନ୍.ଏମ୍.): କରୋନା ମହାମାରୀରେ ପିଡିତ ହେଉଥିବା ରୋଗୀମାନଙ୍କୁ ନିରନ୍ତର ସେବା ଯୋଗାଇ ଦେବା ପାଇଁ କଟକ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୈାଧୁରୀଙ୍କ ତତ୍ୱବଧାନରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଆଜି କଟକ ଜିଲା କଂଗ୍ରେସ କାର୍ଯ୍ୟାଳୟଠାରେ ଦୁଇଟିି ନିଶ୍ଳକ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କରିଛନ୍ତି କଂଗ୍ରେସର ମୁଖପାତ୍ର ତଥା ସାମ୍ବାଦିକ ସତ୍ୟପ୍ରକାଶ ନାୟକ ।  ସମଗ୍ର କଟକ ଜିଲ୍ଲାର ସମସ୍ତ ନାଗରିକମାନେ ଏହି ସେବାକୁ ବିନା ମୁଲ୍ୟରେ ପାଇପାରିବେ…

Read More

ସିଏମସି ପକ୍ଷରୁ ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଘରକୁ ଯାଇ କରାଯିବ କୋଭିଡ ପରୀକ୍ଷା ଓ ଟିକାକରଣ

କଟକ (ଏନ୍.ଏମ୍.):  କଟକ ସହରରେ  କୋଭିଡ ପରିଚାଳନା ପାଇଁ ସିଏମସି ପକ୍ଷରୁ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଛି । ଏଣିକି ସ୍ୱତନ୍ତ୍ର ଗାଡିରେ ଘର ଘର ବୁଲି  କରୋନା ଟିକା କରଣ ଏବଂ କରୋନା ପରୀକ୍ଷା  କରାଯିବ । ୭୦ବର୍ଷରୁ ଉଦ୍ଧ୍ୱର୍ ଏବଂ ଦିବ୍ୟାଙ୍ଗଙ୍କ ପାଇଁ ଏହି ସୁବିଧା କରାଯାଇଛି । ଟିକା କରଣ ଏବଂ କରୋନା ପରୀକ୍ଷା ପାଇଁ ସିଏମସି ପକ୍ଷରୁ ପୃଥକ ଭାବେ ୨ଟି ଫୋନ ନମ୍ବର ଜାରି କରାଯାଇଛି । ସକାଳ ୧୦ଟାରୁ ଅପରାହ୍ନ…

Read More

ନରସିଂହପୁରରେ ହରିଣ ଛୁଆକୁ ଉଦ୍ଧାର କଲା ବନବିଭାଗ

ନରସିଂହପୁର (ଏନ୍.ଏମ୍.): କଟକ ଜିଲ୍ଲା ବଡ଼ମ୍ବା ବନାଞ୍ଚଳ ଗୋପପୁର ସନ୍ନିକଟ ବାସୁଦେବ ହାଇସ୍କୁଲ ପଛ ପାଖରେ ଆଜି ପ୍ରତ୍ୟୁଷରୁ ପାଣି ପିଇବା ପାଇଁ ଏକ ପାଞ୍ଚ ବର୍ଷର ହରିଣ ଛୁଆ ଗୋପପୁର ଗାଁ ଆଡ଼କୁ ଆସୁଥିବା ବେଳେ ଦୃଭାଗ୍ୟ ବଶତଃ ପାଞ୍ଚ ଛ ଟି ବୁଲା କୁକୁରଙ୍କ ହାବୁଡ଼ରେ ପଡ଼ି ଯାଇଥିଲା। ହରିଣଟି ନିଜ ଜୀବନ ବଞ୍ଚାଇବା ପାଇଁ ଚେଷ୍ଠା କରି ନିକଟରେ ଥିବା ଲୋକମାନଙ୍କ ପାଖ କୁ ଦୌଡ଼ିବାକୁ ଚେଷ୍ଟା କରି ତୁଷାର୍ତ ହରିଣଟି ନିଜ…

Read More

କମୁନି କରୋନା: ଜୁନ ୧ତାରିଖ ଯାଏ ବଢ଼ିଲା ଲକଡାଉନ ଅବଧି

ଭୁବନେଶ୍ୱର (ଏନ୍‌.ଏମ୍‌.): ରାଜ୍ୟରେ ସମ୍ପ୍ରତି କରୋନା ସଂକ୍ରମଣ ହୁହୁ ହୋଇ ବଢ଼ିବା ଯୋଗୁଁ ସରକାର ଓ ପ୍ରଶାସନର ମୁଣ୍ଡବିନ୍ଧାର କାରଣ ହୋଇଛି । ତେବେ ସଂକ୍ରମଣର ଚେନ ଭାଙ୍ଗିବା ପାଇଁ ସରକାର ବାଧ୍ୟ ହୋଇ ଲକଡାଉନ ଓ ସଟଡାଉନ ଭଳି ପଦକ୍ଷେପ ନେଉଛନ୍ତି । ତେବେ ରାଜ୍ୟରେ ଜାରି ହୋଇଥିବା ଲକ୍ ଡାଉନକୁ ଆଜି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଏଥି ସହିତ କୋହଳ ସମୟକୁ ମଧ୍ୟ ହ୍ରାସ କରାଯାଇଛି । ଆସନ୍ତା ଜୁନ ୧ତାରିଖ…

Read More

ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ

କଟକ(ଏନ୍‌.ଏମ୍‌.): ପଞ୍ଚମୁଖୀ ଗୋ-ସେବା ସଂଘ ପକ୍ଷରୁ ଜୀବେ ଦୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କାଜିଡିହସ୍ଥିତ ସଂଘ ପକ୍ଷରୁ କଟକ ସହରର ବିଭିନ୍ନ ସ୍ଥାନରେ ବୁଲା ଷଣ୍ଢ, ଗାଇ, ବୁଲାକୁକୁରମାନଙ୍କୁ ଖାଦ୍ୟ ପାନୀୟ ବିତରଣ କରାଯାଇଥିଲା । ବିଶେଷ କରି ସମ୍ପ୍ରତି କରୋନା ସଂକ୍ରମଣ ଯୋଗୁଁ ଲକ୍‌ଡାଉନ ଓ ସର୍ଟଡାଉନ ସମୟରେ ବୁଲା ପଶୁମାନଙ୍କୁ ଆବଶ୍ୟକ ଖାଦ୍ୟ ମିଳୁନଥିବାବେଳେ ଅନୁଷ୍ଠାନ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଆଗାମୀ ଦିନରେ ଏହି କାର୍ଯ୍ୟ ଜାରି…

Read More

ରାଜ୍ୟରେ କରୋନା ସଂକ୍ରମଣ କ୍ଷେତ୍ରରେ କଟକ ଆଗରେ

କଟକ(ଏନ୍‌.ଏମ୍‌.): ଆଜି କଟକ ଜିଲ୍ଲାର କରୋନା ସଂକ୍ରମଣ ସଂଖ୍ୟା ସମଗ୍ର ରାଜ୍ୟରେ ସର୍ବାଧିକ ରହିଛି । ଅନ୍ୟ ଜିଲ୍ଲା ଅପେକ୍ଷା କଟକ ଜିଲ୍ଲାରେ ଆଜି ୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ମହାନଗର ନିଗମ ଅଞ୍ଚଳରୁ ୩୮୩ଜଣ, ଗ୍ରାମାଞ୍ଚଳରୁ ୫୬୯ଜଣ ଏବଂ ଅନ୍ୟ ଜିଲ୍ଲାରୁ ୨୧ଜଣ ଅଛନ୍ତି । ସେହିପରି ଆଜି ୯୧୬ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି । ସହରରୁ ୫୯୭ଜଣ ଏବଂ ଗ୍ରାମାଞ୍ଚଳରୁ ୩୧୯ଜଣ ସୁସ୍ଥ ହୋଇଛନ୍ତି । ଆଜି ଗ୍ରାମାଞ୍ଚଳରୁ…

Read More

ନିଖୋଜ ଯୁବକର ମୃତଦେହ ଉଦ୍ଧାର, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କଳାହାଣ୍ଡି : ଗତ ୪ ତାରିଖ ସନ୍ଧ୍ୟାରୁ ନିଖୋଜ ଥିବା ଯୁବକର ମୃତ ଦେହ ଆଜି ନିଜ ଗାଁ ସାନଖଇରମାଲ ନିକଟସ୍ଥ ଏକ ଚାଷ ଜମିରୁ ଉଦ୍ଧାର କରାଯାଇଛି । ମୃତ ଯୁବକଙ୍କ ବାପା ଖିତି ଗଉଡ଼ଙ୍କ ସୂଚନା ଅନୁସାରେ ସାନ ପୁଅ ସୁଦାମ ଗଉଡ଼ ଓରଫ ରାହୁଲ ନାମକ ୧୭ ବର୍ଷୀୟ ଯୁବକ ଗତ ୪ ତାରିଖ ଘରେ ରାତ୍ରି ଭୋଜନ ସାରି ଘରୁ ପଦାକୁ ଚାଲି ଆସିଥିଲେ । ଘରକୁ ଫେରିବାରେ ଅତ୍ୟଧିକ ବିଳମ୍ବ…

Read More

ଏ ବର୍ଷ ଠିକ ସମୟରେ ଆସିବା ମୌସୁମୀ

ପାଣି ପାଗ ବିଶେଷଜ୍ଞ ପୂର୍ବ ଆକଳନ ଅନୁଯାଇ ଏ ବର୍ଷ ମୌସୁମୀ କେରଳ ମେ ୧୨ ରେ ପହଂଚିବ ଓ ଓଡିଶା ରେ ମେ ମାସ ଶେଷ ସୁଦ୍ଧା ପହଂଚିପାରେ ହେଲେ ଏହାର ଠିକ ଆକଳନ ମେ ୧୫ ପରେ ହିଁ କରିହେବ ବୋଲି ମତ ଦେଇଛନ୍ତି |

Read More

ଉପ-ଜିଲ୍ଳାପାଳଙ୍କ କଡାମିଜାଜ, ଚାଷୀ ଫିଙ୍ଗି ଦେଲେ ବସ୍ତା ବସ୍ତା ପରିବା

ବଲାଙ୍ଗିର ,ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ୧୪ ଦିନିଆ ଲକଡାଉନ । ଲକଡାଉନର ପ୍ରଥମ ଦିନରେ, ଖୁବ ତତ୍ପର ଥିଲା ବଲାଙ୍ଗିର ପୁଲିସ । ପ୍ରଶାସନ ସକାଳ ୫ ଟାରୁ, ଖୋଦ ବଲାଙ୍ଗିର ଏସ୍.ପି ସହର ଭିତରେ ରାସ୍ତାଉପରେ ପୁଲିସ ଫୋର୍ସକୁ ଲକଡାଉନ ନିୟମ ସଂର୍ପକରେ ତାଲିମ ଦେଇଥିଲେ । କୋଉ କୋଉ ଦୋକାନ ବନ୍ଦ ରହିବ ? କୋଉ ଦୋକାନ ଖୋଲାରହିବ ? କିଏ ରାସ୍ତାରେ ଯା ଆସ କରିପାରିବ ? କାହା ଉପରେ କଟକଣା…

Read More

ଡରାଉଛି ଆନ୍ଧ୍ର ଷ୍ଟ୍ରେନ୍ ; ଅନ୍ୟ ଷ୍ଟ୍ରେନ୍‌ଠୁ ୧୦ରୁ ହଜାର ଗୁଣ ଅଧିକ ସଂକ୍ରାମକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବେଙ୍ଗଲ୍ ଷ୍ଟ୍ରେନ ପରେ ରାଜ୍ୟକୁ ଏବେ ଆନ୍ଧ୍ର ଷ୍ଟ୍ରେନ୍ ଡର । ଆନ୍ଧ୍ର ପଟୁ ଫେରୁଥିବା ପ୍ରବାସୀଙ୍କୁ ନେଇ ବଢ଼ୁଛି ଚିନ୍ତା। ଫଳରେ ପଶ୍ଚିମବଙ୍ଗ ଓ ଆନ୍ଧ୍ର ସହ ଲାଗିଥିବା ଓଡ଼ିଶାର ୬ଟି ଜିଲ୍ଲାର ସୀମାକୁ ସିଲ୍ କରାଯାଇ କଡ଼ାକଡ଼ି ଯାଞ୍ଚ ଆରମ୍ଭ ହୋଇଛି। ଆନ୍ଧ୍ର ଷ୍ଟ୍ରେନ୍ କ’ଣ ତାକୁ ନେଇ ସମସ୍ତଙ୍କ ମଧ୍ୟରେ ଏକ ପ୍ରକାର ଭୟ ବସା ବାନ୍ଧି ସାରିଥିବା ବେଳେ ପ୍ରକୃତରେ ଏହା କ’ଣ ତାକୁ ନେଇ ବି ଲାଗି…

Read More