ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା !
ବିଜେପି ଛାଡ଼ିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା: ବିଜେଡିରୁ ବାରବାଟୀ-କଟକରେ ଲଢ଼ିବା ନେଇ ଚର୍ଚ୍ଚା ! #କଟକ(ଏନ୍.ଏମ୍.): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା ଭାରତୀୟ ଜନତା ପାର୍ଟି ଛାଡ଼ିଛନ୍ତି । ସେ ଦଳର କଟକ ଜିଲ୍ଲା ସଭାପତି ଥିଲେ । ପ୍ରକାଶ ବେହେରା ଦଳର ପ୍ରାଥମିକ ସଦସ୍ୟ ପଦରୁ ବି ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି…
