Category: ରାଜ୍ୟ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ:ୟାସ ପ୍ରଭାବିତ ଅଞ୍ଚଳ କରିବେ ପରିଦର୍ଶନ

ନୂଆଦିଲ୍ଲୀ (ଏଜେନ୍ସି): ସାମୁଦ୍ରିକ ଝଡ଼ ୟାସ ଓଡ଼ିଶାର ବହୁ ଅଞ୍ଚଳକୁ ପ୍ରଭାବିତ କରିଛି । ଏଥି ସହିତ ପଶ୍ଚିମବଙ୍ଗ ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟାଇଛି । ତେବେ ବାତ୍ୟା ୟାସର କ୍ଷୟକ୍ଷତି ପରିଦର୍ଶନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି…

ବାତ୍ୟା ୟାସର ଅନ୍ତରାଳେ ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ୱର (ଏନ୍.ଏମ୍.): ସାମୁଦ୍ରିକ ଝଡ଼ ୟାସ ବାତ୍ୟାର ରୂପ ନେବା ପରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ତାଣ୍ଡବ ସୃଷ୍ଟି କରିଛି । ରାଜ୍ୟର ଉପକୂଳବର୍ତ୍ତୀ କିଛି ଜିଲ୍ଲା ସହିତ ଅନ୍ୟ ଜିଲ୍ଲାଗୁଡ଼ିକରେ ବ୍ୟାପକ ଧନ ଜୀବନ ପ୍ରଭାବିତ ହୋଇଛି । ଗତକାଲି…

କରୋନା ନେଇଗଲା ଆଉ ଜଣେ ପ୍ରତିଭାଙ୍କୁ : ସଂଗୀତ ନିଦେ୍ର୍ଦଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ

କରୋନା ନେଇଗଲା ଆଉ ଜଣେ ପ୍ରତିଭାଙ୍କୁ : ସଂଗୀତ ନିଦେ୍ର୍ଦଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ କଟକ (ଏନ୍.ଏମ୍.): କରୋନା ନେଇଗଲା ଆଉଜଣେ ପ୍ରତିଭାଙ୍କୁ । ଚଳିତ ବର୍ଷ କରୋନା ବହୁ ପ୍ରତିଭାବାନ ବ୍ୟକ୍ତିଙ୍କୁ ଆମ ପାଖରୁ ଛଡ଼ାଇ ନେଇଥିବାବେଳେ ଆଜି ଓଡ଼ିଆ…

୭ଦିନ ପର୍ଯ୍ୟନ୍ତ ବାତ୍ୟା ପ୍ରଭାବିତଙ୍କୁ ରିଲିଫ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର (ଏନ୍‌.ଏମ୍‌.): ସାମୁଦ୍ରିକ ଛଡ଼ ୟାସର ତାଣ୍ଡବ ପରେ ଆଜି ବାତ୍ୟା କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି । ଏହି ବୈଠକରେ ବାତ୍ୟା ପ୍ରଭାବିତଙ୍କୁ ଆସନ୍ତା ୭ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ…

ୟାସ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି: ୨ଜଣଙ୍କ ମୁଣ୍ଡ ନେଲା ବାତ୍ୟା

ଭୁବନେଶ୍ୱର(ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ‘ୟାସ୍’ ଯୋଗୁଁ ରାଜ୍ୟର ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଶେଷ କରି ଉତ୍ତର ଓଡ଼ିଶାରେ ବାତ୍ୟା ଅଧିକ ତାଣ୍ଡବ ରଚିଛି । ବାତ୍ୟା ଯୋଗୁ ୨ଜଣଙ୍କର ମୃତ୍ୟୁ ହେବା ସୂଚନା ମିଳିଥିବାବେଳେ ଏବେ ପୁନରୁଦ୍ଧାର କାର୍ଯ୍ୟ ଜୋରଦାର…

ଡ଼ି.ଏ.ଭି ପବ୍ଳିକ ସ୍କୁଲରେ ଥଇଥାନ ବସ୍ତିବାସିନ୍ଦାଙ୍କୁ ସିଏମସି ଖାଇବା ନଦେବାରୁ ଉତ୍ତେଜନା : ମାରୱାଡ଼ି ସମାଜ ପକ୍ଷରୁ ରନ୍ଧାଖାଦ୍ୟ ବିତରଣ

କଟକ(ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ୟାସରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲେ ମଧ୍ୟ ସିଏମସି ଖାଦ୍ୟସାମଗ୍ରୀ ନଦେବା ଭଳି ସାଂଘାତିକ ଅଭିଯୋଗ ଉଠିଛି । ସିଡ଼ିଏ, ସେକ୍ଟର-୬ ସ୍ଥିତ ଡ଼ି.ଏ.ଭି ପବ୍ଳିକ ସ୍କୁଲରେ ସିଏମସି ପକ୍ଷରୁ କାଠଯୋଡ଼ି ବିହାର ସମେତ ପ୍ରାୟ ୪ଟି…

କୋଡ଼ିଡ଼୍-୧୯ ଦ୍ୱିତୀୟ ଲହର କାର୍ଯ୍ୟରତ ଅଙ୍ଗନୱାଡ଼ି ପରିଦର୍ଶିକା, କର୍ମୀ ଓ ସହାୟିକାଙ୍କ ମୃତୁ୍ୟ ପାଇଁ ସରକାରଙ୍କ ଆର୍ଥିକ ଅନୁକମ୍ପା ରାଶି ଘୋଷଣା

କଟକ(ଏନ୍‌.ଏମ୍‌.): କୋଭିଡ଼୍-୧୯ ଦ୍ୱିତୀୟ ଲହରରେ କାର୍ଯ୍ୟରତ ଅଙ୍ଗନୱାଡ଼ି ପରିଦର୍ଶିକା, କର୍ମୀ ଓ ସହାୟିକାମାନଙ୍କ ମୃତୁ୍ୟ ହେଲେ ସେମାନଙ୍କ ପରିବାର ଓ ନିକଟତର ସମ୍ପର୍କୀୟମାନଙ୍କୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ଓଡ଼ିଶା ସରକାର ଘୋଷଣା କରିଛନ୍ତି ।…

ବାତ୍ୟାପରେ ପୁଣି ବନ୍ୟା ଆଶଙ୍କା :ଜୁନ୍ ମାସରେ ହୀରାକୁଦ ଛାଡିବ ପାଣି; ମହାନଦୀ କୂଳିଆ ୧୩ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର (ଏନ୍‌.ଏମ୍‌.): ଓଡ଼ିଶାରେ ବାତ୍ୟା ପରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଗୋଟିଏ ପଟେ ହୀରାକୂଦ ଜଳଭଣ୍ଡାରରେ ସାମୁଦ୍ରିକ ଝଡ଼ ୟାସ ଅତି ଭୀଷଣ ବାତ୍ୟାର ରୂପ ନେଇଥିବାବେଳେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ…

ଭେରି ସିଭିୟର ସାଇକ୍ଲୋନର ରୂପ ନେଉଛି ସାମୁଦ୍ରିକ ଝଡ଼ ୟାସ: ୪ଟି ଜିଲ୍ଲାରେ ରଚିବ ତାଣ୍ଡବ

ଭୁବନେଶ୍ୱର(ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ୟାସ ଅବପାତ ହେବାପରେ ବାତ୍ୟାର ରୂପ ନେଇ ସାରିଛି । ତେବେ ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ଆଜି ଅପରାହ୍ନରେ ଭେରି ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ସଦ୍ୟତମ…

କେନ୍ଦ୍ରାପଡ଼ାରେ ବାତ୍ୟା ପ୍ରସ୍ତୁତି ତଦାରଖ କଲେ ପ୍ରମୁଖ ଶାସନ ସଚିବ

କେନ୍ଦ୍ରାପଡ଼ା (ଏନ୍.ଏମ୍.): କେନ୍ଦ୍ରାପଡ଼ାରେ ବାତ୍ୟା ୟାସର ମୁକାବିଲା ପାଇଁ ପ୍ରଶାସନି ପ୍ରସ୍ତୁତିର ତଦାରଖ ନିମନ୍ତେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କୁ ଦାୟିତ୍ୱ ଦିଆଯାଇଛି । ଆଜି ସଚିବ ଶ୍ରୀ ଶର୍ମା କେନ୍ଦ୍ରପଡ଼ାରେ ପହଞ୍ଚô ବାତ୍ୟା ମୁକାବିଲା ପାଇଁ…

ଦୁର୍ଦ୍ଦାନ୍ତ ଅପରାଧି ଜାନକୀ ସମେତ ୪ ଗିରଫ ; ୭ ବନ୍ଧୁକ, ଗୁଳି ଓ କାର୍ ଜବତ

କଟକ(ଏନ୍.ଏମ୍.): ବନ୍ଧୁକ ଓ ଗୁଳି ଯୋଗାଣ ସମୟରେ ଚାଉଳିଆଗଞ୍ଜ ଥାନା ପୁଲିସ ଚଢାଉ କରି ଜଣେ ଦୁର୍ଦ୍ଦାନ୍ତ ଅପରାଧି ଓ ତା’ର ୩ ସହଯୋଗୀଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୭ଟି ବନ୍ଧୁକ, ୨୮ ଜୀବନ୍ତ ଗୁଳି, ଗୋଟିଏ ଏକସୟୁଭି…

ବାତ୍ୟା ‘ୟାସ’ ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ପ୍ରସ୍ତୁତି ଓ ସମୀକ୍ଷା

ପ୍ରଭାବିତ ଜିଲ୍ଲାରେ ୧୯୦ଟି ଉଦ୍ଧାରକାରୀ ଦଳ ମୁତୟନ କଟକ(ଏନ୍.ଏମ୍.): ସମ୍ଭାବ୍ୟ ବାତ୍ୟା ‘ୟାସ’ର ମୁକାବିଲା ପାଇଁ ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଆଜି ପୁନର୍ବାର ଏକ ପ୍ରସ୍ତୁତି ବୈଠକ କରାଯିବା ସହ ଏନେଇ ସମୀକ୍ଷା କରାଯାଇଛି । ଅଗ୍ନିଶମ ମହାନିଦେ୍ର୍ଦଶକ ଏମ.…