ଓଡ଼ିଶା ସାଧାରଣ ନିର୍ବାଚନ: ଭାଙ୍ଗିଲା ବିଜେଡି-ବିଜେପି ମେଣ୍ଟ ଆଶା
ଓଡ଼ିଶା ସାଧାରଣ ନିର୍ବାଚନ: ଭାଙ୍ଗିଲା ବିଜେଡି-ବିଜେପି ମେଣ୍ଟ ଆଶା ଏକାକୀ ଲଢ଼ିବାକୁ ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶାରେ ସାଧାରଣ ନିର୍ବାଚନ ଏବଂ ବିଜେଡି-ବିଜେପି ମେଣ୍ଟ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦୀର୍ଘ ଦିନ ଧରି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ପ୍ରତିଥର ଏହାକୁ ଖଣ୍ଡନ କରିଥିଲେ ମନମୋହନ । ତଥାପି ବିଭିନ୍ନ ମହଲରେ ଆଲୋଚନା ବୈଠକ ଚାଲୁଥିବା ବେଳେ ବିଜେଡି-ବିଜେପି ମେଣ୍ଟକୁ ନେଇ…
