ସ୍ୱାଧୀନତା ସଂଗ୍ରାମୀ ଚକ୍ରଧର ବେହେରାଙ୍କ ଜୟନ୍ତୀରେ ବୃକ୍ଷରୋପଣ
ସ୍ୱାଧୀନତା ସଂଗ୍ରାମୀ ଚକ୍ରଧର ବେହେରାଙ୍କ ଜୟନ୍ତୀରେ ବୃକ୍ଷରୋପଣ [caption id="attachment_10156" align="alignnone" width="300"] News By Umakanta Jena (Cuttack)[/caption] #କଟକ(ଏନ୍.ଏମ୍.): ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ଭଦ୍ରକ ବିଧାୟକ ସ୍ୱର୍ଗତ ଚକ୍ରଧର ବେହେରାଙ୍କ ୧୨୯ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ସିଏମସି ୫୮ନମ୍ବର…




















