ଚଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲା ବୋର୍ଡ଼
ଚଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ନେଇ ସୂଚନା ଦେଲା ବୋର୍ଡ଼ ‘ନିର୍ଦ୍ଧାରିତ ସମୟରେ ବାହାରିବ ମାଟ୍ରିକ ରେଜଲ୍ଟ , ୭ ଦିନରେ ମିଳିବ ଡିଜିଟାଲ ସାର୍ଟିଫିକେଟ’ #କଟକ(ଏନ୍.ଏମ୍.): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳପ୍ରକାଶନକୁ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା (ବୋର୍ଡ଼) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି । ଚଳିତ ବର୍ଷ ନିର୍ଦ୍ଧାରିତ ସମୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ନିର୍ବାଚନ କାମ ଏଥିରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି କରୁଥିଲେ ବି ମାଟ୍ରିକ…
