ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଉଦ୍‌ଘାଟିତ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ଚିନ୍ତାଧାରା ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିଛି: ଗଣଶିକ୍ଷା ମନ୍ତ୍ରୀ [caption id="attachment_6429" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ଉଚ୍ଚ ମାଧ୍ୟମିକ…

କଟକରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଟକରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା

କଟକରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାକୁ କାର୍ଯ୍ୟକ୍ରମର ରୂପରେଖ ଦେଲେ ସଂସ୍କାର ଆସିବ’ [caption id="attachment_6399" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ସ୍ଥାନୀୟ ବାରବାଟୀ ପ୍ୟାଲେସ ଠାରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ପକ୍ଷରୁ ଏକ…

ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ୨ଟି ବିଶ୍ୱବିଦ୍ୟାଳୟ ଓ ୪ଟି ମହାବିଦ୍ୟାଳୟରେ ଗଠନ ହେଲା କ୍ୟାମ୍ପସ କମିଟି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ୨ଟି ବିଶ୍ୱବିଦ୍ୟାଳୟ ଓ ୪ଟି ମହାବିଦ୍ୟାଳୟରେ ଗଠନ ହେଲା କ୍ୟାମ୍ପସ କମିଟି

ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀର ୨ଟି ବିଶ୍ୱବିଦ୍ୟାଳୟ ଓ ୪ଟି ମହାବିଦ୍ୟାଳୟରେ ଗଠନ ହେଲା କ୍ୟାମ୍ପସ କମିଟି ଛାତ୍ରଛାତ୍ରୀମାନେ କଲେଜ ନିର୍ବାଚନକୁ ନେଇ ଭବିଷ୍ୟତକୁ ଅନ୍ଧାରକୁ ଠେଲିବା ଅପେକ୍ଷା ଅଧ୍ୟୟନ ଉପରେ ଗୁରୁତ୍ୱ ଦିଅ- ଦେବୀ [caption id="attachment_6387" align="alignnone" width="300"] News by Smruti Ranjan Tripathy (Cuttack)[/caption]…

ଚୌଦ୍ୱାର ମହାବିଦ୍ୟାଳୟରେ ଏକାଡେମିକ ବ୍ଲକ ବିଲ୍‌ଡିଂର ଶିଳାନ୍ୟାସ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚୌଦ୍ୱାର ମହାବିଦ୍ୟାଳୟରେ ଏକାଡେମିକ ବ୍ଲକ ବିଲ୍‌ଡିଂର ଶିଳାନ୍ୟାସ

ଚୌଦ୍ୱାର ମହାବିଦ୍ୟାଳୟରେ ଏକାଡେମିକ ବ୍ଲକ ବିଲ୍‌ଡିଂର ଶିଳାନ୍ୟାସ [caption id="attachment_6373" align="alignnone" width="300"] News by Smruti Ranjan Tripathy (Choudwar)[/caption] ଚୌଦ୍ୱାର(ଏନ୍‌.ଏମ୍‌.): ଚୌଦ୍ୱାର ମହାବିଦ୍ୟାଳୟର ଉନ୍ନତିକରଣ ନିମନ୍ତେ ରାଜ୍ୟସରକାର ପଦକ୍ଷେପ ନେଇଛନ୍ତି । ଏହି ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ଉନ୍ନତ ଶିକ୍ଷାଦାନ ନିମନ୍ତେ ଏହାର ଭିତ୍ତିଭୂମିର ବିକାଶ ନିମନ୍ତେ…

ହାଇକୋର୍ଟରେ ଓଟିଏମ୍ ପୁନରୁଦ୍ଧାର ପ୍ରସଙ୍ଗ:୧ମାସ ମଧ୍ୟରେ ୧୧୫ କୋଟି ଟଙ୍କା ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ହାଇକୋର୍ଟରେ ଓଟିଏମ୍ ପୁନରୁଦ୍ଧାର ପ୍ରସଙ୍ଗ:୧ମାସ ମଧ୍ୟରେ ୧୧୫ କୋଟି ଟଙ୍କା ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ

ହାଇକୋର୍ଟରେ ଓଟିଏମ୍ ପୁନରୁଦ୍ଧାର ପ୍ରସଙ୍ଗ ୧ମାସ ମଧ୍ୟରେ ୧୧୫ କୋଟି ଟଙ୍କା ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ [caption id="attachment_6317" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): କଟକ ଜିଲ୍ଲାର ଐତିହାସିକ ଶିଳ୍ପନଗରୀ ଚୌଦ୍ୱାରସ୍ଥିତ ଓଡିଶା ଟେକ୍ସଟାଇଲ ମିଲ୍‌(ଓଟିଏମ୍‌) ପୁନରୁଦ୍ଧାର ମାମଲାର ଶୁଣାଣିକରି ହାଇକୋର୍ଟ…

କଟକ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଟକ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

କଟକ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା [caption id="attachment_6314" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ (ଏନ୍‌.ଏମ୍‌.): କଟକ ଜିଲ୍ଲା ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାରମ୍ଭିକ ନିଯୁକ୍ତ ଶିକ୍ଷକ ସଂଘ ଓ ଏନ.ପି.ଏସ ସଂଘ ତରଫରୁ କଟକ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ…

କଲରାବାଙ୍କ କଳିଙ୍ଗ ଇଂଲିଶ ମିଡ଼ିୟମ ସ୍କୁଲର ଆଉ ଏକ ସଫଳତା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଲରାବାଙ୍କ କଳିଙ୍ଗ ଇଂଲିଶ ମିଡ଼ିୟମ ସ୍କୁଲର ଆଉ ଏକ ସଫଳତା

କଲରାବାଙ୍କ କଳିଙ୍ଗ ଇଂଲିଶ ମିଡ଼ିୟମ ସ୍କୁଲର ଆଉ ଏକ ସଫଳତା [caption id="attachment_6218" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ଦେଶର ପ୍ରଥମ ସ୍ମାର୍ଟ ଭିଲେଜ ଭାବରେ ପ୍ରସିଦ୍ଧି ଲାଭ କରିଥିବା କଟକ ଜିଲ୍ଲା କଲରାବାଙ୍କ ଠାରେ ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ପ୍ରଚେଷ୍ଟାରେ ପ୍ରତିଷ୍ଠା…

ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ

ଶିକ୍ଷକମାନଙ୍କ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ବିରୋଧ: ୧୧ରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବ ସଂଘ [caption id="attachment_6215" align="alignnone" width="300"] News by Smruti Ranjan Tripathy (Cuttack)[/caption] କଟକ(ଏନ୍‌.ଏମ୍‌.): ସରକାର ଶିକ୍ଷାର ଉନ୍ନତି ପାଇଁ ବିଭିନ୍ନ ଯୋଜନାର ଡିଣ୍ଡିମ ପିଟୁଥିବାବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ପ୍ରତି ଅହେତୁକ…

କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ଅଭିଯୋଗ ଶୁଣାଣି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ଅଭିଯୋଗ ଶୁଣାଣି

କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ଅଭିଯୋଗ ଶୁଣାଣି [caption id="attachment_6206" align="alignnone" width="300"] News by Maheswar Behera (Athagarh)[/caption] ଆଠଗଡ଼(ଏନ୍‌.ଏମ୍‌.): ଶିକ୍ଷକ-ଶିକ୍ଷୟତ୍ରୀମାନେ ରାଷ୍ଟ୍ର ଗଠନରେ ସଦା ସର୍ବଦା ଗଠନମୂଳକ ଭୂମିକା ନିର୍ବାହ କରିଆସିଛନ୍ତି । ଶିକ୍ଷାୟତନର ସାମଗ୍ରିକ ପ୍ରଗତିରେ ଶିକ୍ଷକମାନଙ୍କର ଯୋଗଦାନ ଅନନ୍ୟ । ଶିକ୍ଷାଦାନ…

ଏନଆରଆରଆଇର ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ
Slider କୃଷି ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଏନଆରଆରଆଇର ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ

ଏନଆରଆରଆଇର ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ରଙ୍କ ଦାୟିତ୍ୱ ଗ୍ରହଣ [caption id="attachment_6192" align="alignnone" width="300"] News by Padmalochan Mishra (Cuttack)[/caption] କଟକ(ଏନ୍‌.ଏମ୍‌.): ଜାତୀୟ ଧାନ ଗବେଷଣା କେନ୍ଦ୍ର (ଏନଆରଆରଆଇ)ରେ ନୂତନ ନିର୍ଦ୍ଦେଶକ ଭାବେ ଡକ୍ଟର ଭାସ୍କର ଚନ୍ଦ୍ର ପାତ୍ର ଆଜି ଦାୟିତ୍ୱ ଗ୍ରହଣ…

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ

ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ [caption id="attachment_6182" align="alignnone" width="300"] News by Dillip Kumar Muduli (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀମାନଙ୍କୁ…

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ମୂଲ୍ୟାୟନ ବିବାଦରେ ଅସନ୍ତୁଷ୍ଟ ଛାତ୍ର ଛାତ୍ରୀଙ୍କ ମତାମତ ଦାଖଲ ପାଇଁ ଓଡିଶା ଅଭିଭାବକ ମହାସଂଘକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ [caption id="attachment_6177" align="alignnone" width="300"] News by Dillip Kumar Muduli (BBSR)[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ସିବିଏସଇ ଦଶମ ଓ ଦ୍ୱାଦଶ…

ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି ସ୍ୱାସ୍ଥ୍ୟ

ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା

ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଜାତୀୟ କର୍ମଶାଳା [caption id="attachment_6171" align="alignnone" width="300"] News by I&PR Odisha[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ରାଜ୍ୟରେ ଦୀର୍ଘ ଦିନରୁ ଏକ ହେଲଞ୍ଜ୍ ୟୁନିଭରସିଟିର ଆବଶ୍ୟକତା ରହିଥିଲା, ଯାହାକି ଏବେ ପୂରଣ ହେବାକୁ ଯାଉଛି । ଏହା ଦେଶର ୧୭ତମ ହେଲଥ୍‌? ୟୁନିଭରସିଟି ଭାବେ…

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଜାରି ରହିଛି କଳା ବ୍ୟାଚ ପରିଧାନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଜାରି ରହିଛି କଳା ବ୍ୟାଚ ପରିଧାନ

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଜାରି ରହିଛି କଳା ବ୍ୟାଚ ପରିଧାନ [caption id="attachment_6083" align="alignnone" width="300"] News by Dillip Kumar Muduli (Bhubaneswar)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ଓଡିଶା ସରକାରଙ୍କ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ…

ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜନୀତି ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ

ଓଡ଼ିଶା ହାଇକୋର୍ଟରେ ଦୁଇ ନୂତନ ବିଚାରପତିଙ୍କ ଶପଥ ଗ୍ରହଣ [caption id="attachment_6036" align="alignnone" width="300"] News by Smrutiranjan Tripathy (Cuttack)[/caption] କଟକ (ଏନ୍‌.ଏମ୍‌.) : ଓଡ଼ିଶା ହାଇକୋର୍ଟରେ ଆଜି ଆଉ ୨ଜଣ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ଦୁଇ ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା…

ଗାନ୍ଧିଜୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ ଉଦ୍‌ଘାଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଗାନ୍ଧିଜୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ ଉଦ୍‌ଘାଟନ

ଗାନ୍ଧିଜୀ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ସ୍ମାର୍ଟକ୍ଲାସ ଉଦ୍‌ଘାଟନ [caption id="attachment_6029" align="alignnone" width="300"] News by Smrutiranjan Tripathy (Choudwar)[/caption] ଟାଙ୍ଗୀ-ଚୌଦ୍ୱାର(ଏନ୍‌.ଏମ୍‌.): ସାମ୍ପ୍ରତିକ ଆଧୁନିକ ସଭ୍ୟତାରେ ଯୁଗ ସହ ଯୁଗ ତାଳମେଳେଇ ଚାଲିବା ଲକ୍ଷ୍ୟରେ ଅତ୍ୟାଧୁନିକ ଜ୍ଞାନ କୌଶଳ ଶିକ୍ଷାର ବିକାଶ ଲାଗି ରାଜ୍ୟ ସରକାର ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକ…

ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ଯବାନ ମାନଙ୍କୁ ରାକ୍ଷୀ ଭେଟି
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ଯବାନ ମାନଙ୍କୁ ରାକ୍ଷୀ ଭେଟି

ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ଯବାନ ମାନଙ୍କୁ ରାକ୍ଷୀ ଭେଟି [caption id="attachment_6026" align="alignnone" width="300"] Photo From Ananda Prasad Rout (Bhadrak)[/caption] ଭଦ୍ରକ(ଏନ୍‍.ଏମ୍‍.): ଦେଶରେ ସ୍ୱାଧୀନତା ପ୍ରାପ୍ତିର ୭୫ତମ ପୂର୍ତ୍ତି ପାଳନ ହେଉଛି । ଏହି ଅବସରରେ କୁନିକୁନି ପିଲାମାନେ ଯବାନମାନଙ୍କ ଉଦ୍ଦେଶ୍ୟରେ ରାକ୍ଷୀ ଭେଟି…

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ

ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ସାଇବର ଠକେଇ ସଚେତନା କାର୍ଯ୍ୟକ୍ରମ [caption id="attachment_5976" align="alignnone" width="300"] News by B.Mishra (BBSR)[/caption] ଭୁବନେଶ୍ୱର(ଏନ୍‌.ଏମ୍‌.): ସତ୍ୟଭାମାଦେବୀ ମୂକ-ବଧିର ମହାବିଦ୍ୟାଳୟରେ ଉଚ୍ଚଭରକ୍ସ ଠକେଇକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ମୂକ-ବଧିର ଛାତ୍ର/ଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କ…

ତରାବୋଇ ଗ୍ରାମରେ ୩ ସରକାରୀ ବିଦ୍ୟାଳୟରେ ୩ ବର୍ଷ ହେବ ଝୁଲୁଛି ତାଲା : ବିଦ୍ୟାଳୟ ପାଲଟିଛି ନିଷାଡିଙ୍କ ଆଡ୍ଡାସ୍ଥଳି
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ତରାବୋଇ ଗ୍ରାମରେ ୩ ସରକାରୀ ବିଦ୍ୟାଳୟରେ ୩ ବର୍ଷ ହେବ ଝୁଲୁଛି ତାଲା : ବିଦ୍ୟାଳୟ ପାଲଟିଛି ନିଷାଡିଙ୍କ ଆଡ୍ଡାସ୍ଥଳି

ତରାବୋଇ ଗ୍ରାମରେ ୩ ସରକାରୀ ବିଦ୍ୟାଳୟରେ ୩ ବର୍ଷ ହେବ ଝୁଲୁଛି ତାଲା : ବିଦ୍ୟାଳୟ ପାଲଟିଛି ନିଷାଡିଙ୍କ ଆଡ୍ଡାସ୍ଥଳି [caption id="attachment_5956" align="alignnone" width="300"] News by Kanhu Charan Panda (Khurdha)[/caption] ଖୋର୍ଦ୍ଧା(ଏନ୍‌.ଏମ୍‌.): ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ଅନ୍ତର୍ଗତ ତରାବୋଇ ଗ୍ରାମରେ ୩ ଗୋଟି…

ଭୁବନେଶ୍ୱରରେ ଅତ୍ୟାଧୁନିକ ବିୟୁଟି ସେଲୁନ ଲାଉଞ୍ଜ ୩୬୦ ଉଦ୍‌ଘାଟନ
Slider ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ ଶିକ୍ଷା ଓ ନିଯୁକ୍ତି

ଭୁବନେଶ୍ୱରରେ ଅତ୍ୟାଧୁନିକ ବିୟୁଟି ସେଲୁନ ଲାଉଞ୍ଜ ୩୬୦ ଉଦ୍‌ଘାଟନ

ଭୁବନେଶ୍ୱରରେ ଅତ୍ୟାଧୁନିକ ବିୟୁଟି ସେଲୁନ ଲାଉଞ୍ଜ ୩୬୦ ଉଦ୍‌ଘାଟନ [caption id="attachment_5951" align="alignnone" width="300"] News by B.Mishra (BBSR)[/caption] ଭୁବନେଶ୍ୱର (ଏନ୍‌.ଏମ୍‌.): ବାପୁଜୀନଗର ଅଞ୍ଚଳରେ ଏକ ଅତ୍ୟାଧୁନିକ ବିୟୁଟି ସେଲୁନ୍‌, ଲାଉଞ୍ଜ ୩୬୦ର ଆଜି ଶୁଭ ଉଦଘାଟନ ହୋଇଯାଇଛି । ଏଠାରେ ଉଭୟ ପୁରୁଷ ଓ ମହିଳାଙ୍କ…