ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ
ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ଭୁବନେଶ୍ୱର(ଏନ୍.ଏମ୍.): ୨୬ ଅକ୍ଟୋବର ଠାରୁ ୧ ନଭେମ୍ବର ପର୍ଯ୍ୟନ୍ତ ରାଜ୍ୟରେ ଦୁର୍ନୀତି ନିର୍ବାରଣ ସପ୍ତାହ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆଜି ପୂର୍ବାହ୍ନ ୧୧ଟାବେଳେ ଦୁର୍ନୀତି ବିରୋଧୀ ଶପଥ ପାଠ କରାଯାଇଛି ।…




















