‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକାରିତା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ
‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକାରିତା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ ୨୦୨୨ ମସିହା ସୁଦ୍ଧା ଦ୍ୱିତୀୟ ପର୍ଯ୍ୟାୟରେ ୧୩,୦୨୦ ଏସ୍ସି, ଏସ୍ଟି ଏବଂ ଓବିସି ଯୁବବର୍ଗଙ୍କୁ ଦକ୍ଷତା ବିକାଶ ତାଲିମ ସହ ନିଯୁକ୍ତି ଲକ୍ଷ୍ୟ ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-‘ଟି’ ଉପକ୍ରମରେ ‘ପ୍ରୟାସ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକାରିତା ନିମନ୍ତେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ‘ପ୍ରୟାସ’ ଯୋଜନା…
