ଦେବଦୂତ ସାଜିଲେ କର୍କଟ ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ
ଦେବଦୂତ ସାଜିଲେ କର୍କଟ ଇମ୍ୟୁନୋଥେରାପି ବିଶେଷଜ୍ଞ ଡକ୍ଟର ଜମାଲ ଏ ଖାନ ଭୁବନେଶ୍ୱର(ଏନ୍.ଏମ୍.) : କ୍ୟାନସର ଆଉ ଦୁଃସାଧ୍ୟ ରୋଗ ହୋଇ ନାହିଁ । ଠିକ୍ ସମୟରେ ଉପଯୁକ୍ତ ଚିକିତ୍ସା ଦ୍ବାରା ଏହାର ନିରାକରଣ ସମ୍ଭବ । ଠିକ୍ ଯେମିତି ବୁଲନ୍ଦଶାହର ଏକ ଝିଅ ସାଇମାଙ୍କ କ୍ଷେତ୍ରରେ ହେଲା…












